ରାଜ୍ୟରେ ଉପର ତଳ ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୫ କୋଭିଡ୍ ପଜିଟିଭ୍

Published By : Prameya-News7 Bureau | November 04, 2022 IST

ଭୁବନେଶ୍ୱର ୦୪/୧୧: ରାଜ୍ୟରେ ଉପରତଳ ହେଉଛି କରୋନା ଗ୍ରାଫ୍ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୫ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୮ ଜଣ କ୍ୱାରେଣ୍ଟାଇନ୍ ରହିଥିବା ବେଳେ ୬ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୩୩୬୨୩୨କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।

wp:gallery {"linkTo":"none"} /wp:gallery

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.