Showcase2022
Showcase2022
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭଦ୍ରକ: ଲାଞ୍ଚ ନେଇ ନିଲମ୍ୱିତ ହେଲେ ରାଜସ୍ୱ ନିରୀକ୍ଷକ, କହିଥିଲେ ମୋ ମୁଣ୍ଡର ଦାମ୍‌ କଣ ୨୦୦ ଟଙ୍କା ?
  • ||
  • ବାରିପଦା:ସରକାରୀ ବସଷ୍ଟାଣ୍ଡ ସମ୍ମୁଖରେ ଭୟାବହ ଅଗ୍ନିକାଣ୍ଡ, ୪ ଦୋକାନ ଓ ହୋଟେଲ ଭସ୍ମୀଭୂତ
  • ||

ରାଜ୍ୟରେ ଉପର ତଳ ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୫ କୋଭିଡ୍ ପଜିଟିଭ୍

4/11/2022 at 9:22 AM

ଭୁବନେଶ୍ୱର ୦୪/୧୧: ରାଜ୍ୟରେ ଉପରତଳ ହେଉଛି କରୋନା ଗ୍ରାଫ୍ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୫ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୮ ଜଣ କ୍ୱାରେଣ୍ଟାଇନ୍ ରହିଥିବା ବେଳେ ୬ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୩୩୬୨୩୨କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।

   Related Posts