ChampionMaganna_WebBanner_728X90
ChampionMaganna_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଆସୁଛି ଆଉ ଏକ ଲଘୁଚାପ ! ୮ରୁ ବର୍ଷା ସମ୍ଭାବନା
  • ||
  • ପଦ୍ମପୁର ଉପନିର୍ବାଚନ : ନେତା ବାଛିବେ ଜନତା, ଭୋଟ ଦେବେ ୨ ଲକ୍ଷରୁ ଅଧିକ ଭୋଟର
  • ||

ଶ୍ରୀମନ୍ଦିରରେ ପୋଲିସ କର୍ମଚାରୀଙ୍କ ପାଇଁ ନୂଆ ନିୟମ, ଡ୍ୟୁଟି ସମୟରେ ମନା ସ୍ମାର୍ଟ ଫୋନ୍

25/11/2022 at 3:17 PM

ପୁରୀ ୨୫/୧୧: ଶ୍ରୀମନ୍ଦିର ଭିତରକୁ ସ୍ମାର୍ଟ ଫୋନ ନେଇପାରିବେ ନାହିଁ ପୋଲିସ କର୍ମଚାରୀ । ଶ୍ରୀମନ୍ଦିରରେ ପ୍ରବେଶ ଏବଂ ଡିୟୁଟି ସମୟରେ ପୋଲିସ କର୍ମଚାରୀଙ୍କୁ ସ୍ମାର୍ଟ ଫୋନ ବାରଣ କରାଯାଇଛି ।

ବିଶେଷ କାର୍ଯ୍ୟରେ ନିୟୋଜିତ ଏବଂ ଆପାତ କାଳିନ ସେବାରେ ନିଯୁକ୍ତି ଥିବା କିଛି ଅଧିକାରୀଙ୍କୁ ଛାଡି ଦେଲେ ଅନ୍ୟ ସମସ୍ତ ପୋଲିସ କର୍ମଚାରୀଙ୍କୁ ସ୍ମାର୍ଟ ଫୋନ ମନା କରାଯାଇଛି । ପୁରୀ ଏସ୍ପିଙ୍କ ପକ୍ଷରୁ ଏହି ନିର୍ଦ୍ଦେଶ ଦିଆଯାଇଛି । ବାରମ୍ୱାର ଶ୍ରୀଜୀଉଙ୍କ ଫଟୋ ଭାଇରାଲ ପରେ ଏପରି ନିଷ୍ପତ୍ତି ନେଇଛି ପ୍ରଶାସନ ।

   Related Posts