ପୁଣି ଅଲୋଡ଼ା ହେଲା ନବଜାତ ଶିଶୁ କନ୍ୟା, ବିଲରୁ ମୃତଦେହ ଉଦ୍ଧାର

ବୌଦ୍ଧ ୩୦।୮: ପୁଣି ଅଲୋଡ଼ା ହେଲା ନବଜାତ ଶିଶୁ କନ୍ୟା । ବିଲରୁ ନବଜାତ ଶିଶୁ କନ୍ୟାର ମୃତଦେହ ଉଦ୍ଧାର । ବୌଦ୍ଧ ଜିଲ୍ଲା ପୁରୁଣାକଟକ ଥାନା ରତନପୁର ଗ୍ରାମ ବିଲରୁ ଉଦ୍ଧାର ହୋଇଛି । ସୂଚନାଯୋଗ୍ୟ ଯେ, ବୌଦ୍ଧ ଜିଲ୍ଲା ପୁରୁଣାକଟକ ଥାନା ରତନପୁର ଗ୍ରାମ ବିଲରୁ ନବଜାତ ଶିଶୁ କନ୍ୟାର ମୃତଦେହ ଉଦ୍ଧାର ହୋଇଛି । ସ୍ଥାନୀୟ ଲୋକେ ବିଲ ମଧ୍ୟରେ ନବଜାତ ଶିଶୁ କନ୍ୟାର ମୃତଦେହ ଦେଖି ପୋଲିସକୁ ଖବର ଦେଇଥିଲେ । … Continue reading ପୁଣି ଅଲୋଡ଼ା ହେଲା ନବଜାତ ଶିଶୁ କନ୍ୟା, ବିଲରୁ ମୃତଦେହ ଉଦ୍ଧାର