ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ, ୧୬ ତାରିଖ ଯାଏଁ ପ୍ରବଳ ବର୍ଷା
ଭୁବନେଶ୍ୱର ୧୪।୦୯ : ଉତ୍ତର ପଶ୍ଚିମ ଓ ସଂଲଗ୍ନ କେନ୍ଦ୍ରୀୟ ବଙ୍ଗୋପସାଗରରେ ଥିବା ଘୂର୍ଣ୍ଣିବଳୟ ଲଘୁଚାପ ରୂପ ନେଇଛି । ଆସନ୍ତା ୨୪ ଘଣ୍ଟାରେ ଏହା ଆହୁରି ଘନୀଭୂତ ହେବ । ଏହା ପ୍ରଭାବରେ ଆସନ୍ତା ୧୬ ତାରିଖ ଯାଏ ରାଜ୍ୟରେ ପ୍ରବଳ ବର୍ଷା ହେବ ବୋଲି ଭାରତୀୟ ପାଣିପାଗ ବିଭାଗ(ଆଇଏମ୍ଡି) ପୂର୍ବାନୁମାନ କରିଛି । ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ହେଉଛି । ଗତ ୨୪ ଘଣ୍ଟାରେ ରାୟଗଡ଼ା ଅମ୍ବାଡୋଲାରେ ୧୯୦ମିମି ବର୍ଷା ହୋଇଛି । … Continue reading ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ, ୧୬ ତାରିଖ ଯାଏଁ ପ୍ରବଳ ବର୍ଷା
Copy and paste this URL into your WordPress site to embed
Copy and paste this code into your site to embed