AKK 2023
Hari omm 2
AKK2023
hari om films
WEB_F-8
HARI-OMM_728X90_B
WEB_F-9
Showcase2022
hari om films
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ମୁମ୍ୱାଇ: ଗୁଲମର୍ଗ ସ୍କିଂ ରିସର୍ଟରେ ହିମସ୍ଖଳନ, ଫସିଲେ ଅନେକ ବିଦେଶୀ ଟୁରିଷ୍ଟ
  • ||
  • ନବ ଦାସ ହତ୍ୟା ମାମଲା, ଅବସରପ୍ରାପ୍ତ ବିଚାରପତି ଜଷ୍ଟିସ୍‌ ଜେ.ପି ଦାସ କରିବେ ତଦନ୍ତର ତଦାରଖ
  • ||
  • ଭୁବନେଶ୍ୱର: ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି, ଟ୍ୱିନସିଟିର ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବେ
  • ||
  • ବଜେଟ୍: ସୁନା-ରୁପା, ସିଗାରେଟ୍ ମହଙ୍ଗା, ଶସ୍ତା ହେଲା ଟିଭି ଉପକରଣ ଓ ସାଇକେଲ୍, ଖେଳନା
  • ||
  • ବଜେଟ୍‌ ଫୋକସ୍; ୨୦୪୭ ସୁଦ୍ଧା ଦୂର ହେବ ଏମିନିଆ, ଗ୍ରୀନ୍ ହାଇଡ୍ରୋଜେନ୍ ମିଶନ ଲକ୍ଷ୍ୟ
  • ||
  • ବଜେଟ୍‌ ଫୋକସ୍; ୨୦୪୭ ସୁଦ୍ଧା ଦୂର ହେବ ଏମିନିଆ, ଗ୍ରୀନ୍ ହାଇଡ୍ରୋଜେନ୍ ମିଶନ ଲକ୍ଷ୍ୟ
  • ||
  • ଢେଙ୍କାନାଳ: ରାସ୍ତାରେ ଓଲଟିପଡ଼ିଲା ଯାତ୍ରୀବାହୀ ଅଟୋ, ୯ ଆହତ
  • ||

ନିମଖଣ୍ଡିର ନୂତନ ଥାନା ଉଦଘାଟନୀ, ଭର୍ଚୁଆଲରେ ସାମିଲ ହେବେ ମୁଖ୍ୟମନ୍ତ୍ରୀ

9/01/2023 at 10:35 AM

ବ୍ରହ୍ମପୁର ୦୯/୦୧: ଆଜି ନିମଖଣ୍ଡିର ନୂତନ ଥାନା ଉଦଘାଟନୀ । ଅପରାହ୍ନରେ ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିମଖଣ୍ଡି ନୂତନ ଥାନାକୁ ଭରଚୁଆଲ ମାଧ୍ୟମରେ ଉଦଘାଟନ କରିବେ ।

ନୂତନ ଥାନା ପାଇଁ ଜମି ଚିହ୍ନଟ ହୋଇ ନୂତନ କୋଠା ନିର୍ମାଣ ହେବା ପର୍ଯ୍ୟନ୍ତ ପୁରୁଣା ମହିଳା ଥାନା କୋଠାରେ ଚାଲିବ ନିମଖଣ୍ଡି ଥାନା । ଗଞ୍ଜାମ ପୋଲିସ ଜିଲ୍ଲାର ବେଗୁନିଆପଡା ଥାନା ମଧ୍ୟ ଆଜି ଉଦଘାଟନ ହେବ । ଏଥିପାଇଁ ସମସ୍ତ ପ୍ରସ୍ତୁତି ସରିଛି ।

   Related Posts