oroinfra
maganna
anutap
FileReOpen
TASTEtheBEST
EVOS_WebBanner_728X90
oroinfra
ChampionMaganna_WebBanner_728X90
Anutap_WebBanner_728X90
FileReOpen_WebBanner_728X90
TASTEtheBEST_WebBanner_728X90
EVOS_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କଟକ : ଶାଶୂ ଘର ଛାଡିଲେ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ, ୩୦ ସୁଦ୍ଧା ଘର ଛାଡିବାକୁ ନିର୍ଦ୍ଦେଶ ଦେଇଥିଲେ ହାଇକୋର୍ଟ
  • ||
  • ରାଜ୍ୟରେ ଉପର ତଳ ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୩୧ କୋଭିଡ୍ ପଜିଟିଭ୍
  • ||
  • ମୁମ୍ଵାଇ : ଠକେଇର ଶିକାର ହେଲେ ଅନ୍ନୁ କପୁର, KYC ଅପଡେଟ୍ ବାହାନାରେ ଲୁଟି ନେଲେ ୪.୩୬ ଲକ୍ଷ ଟଙ୍କା
  • ||
  • ଲମତାପୁଟ : ରାଜ୍ୟ ବାହାରକୁ ହେଉଥିଲା ଚାଲାଣ, ଚେକିଂ ବେଳେ କାର୍‌ରୁ ବାହାରିଲା ୧୦ଲକ୍ଷ ଟଙ୍କାର ଗଞ୍ଜେଇ
  • ||
  • ଭୁବନେଶ୍ୱର : ରାଜଧାନୀର ବିଭିନ୍ନ ବାର୍‌ରେ ରେଡ୍‌, କଟକଣା ପରେ ବି ମାନୁନଥିଲେ ମାଲିକ
  • ||
  • ଇଣ୍ଡୋନେସିଆ : ରକ୍ତ ରଞ୍ଜିତ ହେଲା ଖେଳ ପଡ଼ିଆ; ଫୁଟବଲ ମ୍ୟାଚ୍ ଚାଲିଥିବା ବେଳେ ଦଙ୍ଗା, ୧୨୭ ମୃତ, ଏକାଧିକ ଆହତ
  • ||

କଟକଣା ନ ମାନିଲେ ବିପଦ ବଢିବ, ମାଇକ୍ରୋ କଣ୍ଟେନମେଣ୍ଟ ଜୋନକୁ ଗୁରୁତ୍ୱ

1/08/2021 at 2:50 PM

ଭୁବନେଶ୍ୱର ୦୧।୦୮: କେରଳ , କର୍ଣ୍ଣାଟକ ଭଳି କିଛି ରାଜ୍ୟରେ ପୁଣି କରୋନା ସଂକ୍ରମଣ ବଢ଼ିଲାଣି । ଗତ କିଛି ଦିନ ହେଲା ସଂକ୍ରମଣ ଅପେକ୍ଷା ସୁସ୍ଥ ରୋଗୀଙ୍କ ସଂଖ୍ୟା କମିବା ଚିନ୍ତା ଜନକ ବିଷୟ ବୋଲି କହିଛନ୍ତି ସ୍ବାସ୍ଥ୍ୟ ବିଶେଷଜ୍ଞ ନିରଜ ମିଶ୍ର । ରାଜ୍ୟ ସରକାର ପାଇଁ ଏବେ ସତର୍କ ଘଣ୍ଟି । ଏବେ ବି ସରକାର ସର୍ଭିଲେନ୍ସ ଜାରି ରଖିବା ଆବଶ୍ୟକ ବୋଲି ସେ ପରାମର୍ଶ ଦେଇଛନ୍ତି ।

ସେହିପରି ବର୍ତ୍ତମାନ ସ୍ଥିତିରେ ମାଇକ୍ରୋ କଣ୍ଟେନମେଣ୍ଟ ଜୋନକୁ ଗୁରୁତ୍ୱ ଦିଆଯିବା ଦରକାର । ଜଣକ ଘରୁ ବି ପଜିଟିଭ ବାହାରିଲେ ଘର ସିଲ୍ କରାଯିବା ଆବଶ୍ୟକ । ସିନେମାହଲ ଓ ଯାତ୍ରାରେ କୋଭିଡ କଟକଣା ନ ମାନିଲେ ବଡ ବିପଦ ଆସିପାରେ ଡାକ୍ତର ମିଶ୍ର ସତର୍କ କରାଇ ଦେଇଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ଗତ ୨୪ ଘଣ୍ଟାରେ ୧୪୩୭ କରୋନା ସଂକ୍ରମଣ ଚିହ୍ନଟ ହୋଇଥିବା ବେଳେ ୬୪ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୯୭୮୭୦୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୫୮୫୮ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୯୫୬୮୨୮ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ବର୍ତ୍ତମାନ ସୁଦ୍ଧା ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୫୯୬୬ ରେ ପହଞ୍ଚିଥିବା ବେଳେ ଅନ୍ୟ ରୋଗ ଯୋଗୁଁ ମୃତ୍ୟୁ ସଂଖ୍ୟା ୫୩ରେ ପହଞ୍ଚିଛି ।  ଏବେ ସୁଦ୍ଧା ରାଜ୍ୟରେ ୧୬୦୯୭୪୧୨ ସାମ୍ପୁଲ ଟେଷ୍ଟ୍ ହୋଇଛି ।

   Related Posts