ChampionMaganna_WebBanner_728X90
ChampionMaganna_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ORHDC ଦୁର୍ନୀତି ମାମଲା, IAS ବିନୋଦ କୁମାରଙ୍କ ସହ ୬ ଜଣଙ୍କୁ ଜେଲ୍‌ଦଣ୍ଡ ଶୁଣାଇଲେ ସ୍ପେଶାଲ୍‌ ଜଜ୍‌
  • ||
  • ଫିରୋଜାବାଦରେ ଛାତିଥରା ଅଗ୍ନିକାଣ୍ଡ, ଜିଅନ୍ତା ଜଳିଗଲେ ପରିବାରର ୬ଜଣ
  • ||
  • କୁହୁଡ଼ି ନେଲା ଜୀବନ; ରାସ୍ତା ଦେଖାନଯିବାରୁ ବସ୍‌କୁ ପିଟିଲା ଟ୍ରକ୍, ଦୁର୍ଘଟଣାରେ ଚାଲିଗଲା ୬ ଜୀବନ
  • ||
  • ଇଡିରେ ହାଜର ହେଲେ ଅବିନାଶ ପ୍ରିୟଦର୍ଶୀ, ସୁପ୍ରିମ ଅଟୋ ମୋବାଇଲ ମୁଖ୍ୟ ପରିଚାଳକ ହେଲେ ଅବିନାଶ
  • ||

ଧାମନଗର ଉପ-ନିର୍ବାଚନରେ ବିଜେପିର ହେବ ବିଜୟ : ବିଶେଶ୍ୱର

22/10/2022 at 2:32 PM

କଟକ ୨୨/୧୦: ଧାମନଗର ଉପ ନିର୍ବାଚନରେ ବିଜେପିର ବିଜୟ ନିଶ୍ଚିତ । ବିଜେପି ପ୍ରାର୍ଥୀ ଜିତିବେ ବୋଲି କହିଛନ୍ତି କେନ୍ଦ୍ରମନ୍ତ୍ରୀ ବିଶେଶ୍ଵର ଟୁଡୁ।

କଟକରେ ଏକ କାର୍ଯ୍ୟକ୍ରମରେ ଯୋଗ ଦେବା ଅବସରରେ ଧାମନଗର ଉପନିର୍ବାଚନକୁ ନେଇ ପ୍ରତିକ୍ରିୟା ଦେଇ ଏଭଳି କହିଛନ୍ତି କେନ୍ଦ୍ରମନ୍ତ୍ରୀ । ପୂର୍ବରୁ ସେଠାରେ ବିଜେପି ପ୍ରାର୍ଥୀ ସ୍ଵର୍ଗତ ବିଷ୍ଣୁ ସେଠୀ ବିଜୟୀ ହୋଇଥିବା ବେଳେ ଏବେ ତାଙ୍କ ପୁଅ ସୂର୍ଯ୍ୟ ବଂଶୀ ସୂରୁପ ନିର୍ବାଚନ ଲଢୁଛନ୍ତି ଆଉ ନିର୍ବାଚନରେ ନିଶ୍ଚିତ ବିଜୟୀ ହେବେ ବୋଲି କେନ୍ଦ୍ରମନ୍ତ୍ରୀ ବିଶେଶ୍ଵର ଟୁଡୁ କହିଛନ୍ତି ।

   Related Posts