ରାଷ୍ଟ୍ରପତିଙ୍କ ସ୍ତ୍ରୀଙ୍କୁ ସେବାୟତଙ୍କ ଦୁର୍ବ୍ୟବହାର ନେଇ ରାଷ୍ଟ୍ରପତି ଭବନରୁ କୌଣସି ଚିଠି ଆସିନଥିବା ସ୍ପଷ୍ଟ କଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ
Published By : Prameya-News7 Bureau | June 28, 2018 IST
ଶ୍ରୀମନ୍ଦିରରେ ରାଷ୍ଟ୍ରପତିଙ୍କ ସ୍ତ୍ରୀଙ୍କୁ ସେବାୟତଙ୍କ ଦୁର୍ବ୍ୟବହାର ନେଇ ରାଷ୍ଟ୍ରପତି ଭବନରୁ କୌଣସି ଚିଠି ଆସିନଥିବା ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ପ୍ରଦୀପ୍ତ ମହାପାତ୍ର ସୂଚନା ଦେଇଛନ୍ତି ...