oroinfra
maganna
anutap
FileReOpen
TASTEtheBEST
EVOS_WebBanner_728X90
oroinfra
ChampionMaganna_WebBanner_728X90
Anutap_WebBanner_728X90
FileReOpen_WebBanner_728X90
TASTEtheBEST_WebBanner_728X90
EVOS_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଉପର ତଳ ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୬୭ କୋଭିଡ୍ ପଜିଟିଭ୍
  • ||
  • ନବରାତ୍ରର ଦ୍ନିତୀୟ ଦିନ, ବ୍ରହ୍ମଚାରିଣୀ ରୂପେ ଦର୍ଶନ ଦେଉଛନ୍ତି ମାଆ ଜଗଦମ୍ୱା
  • ||
  • ରାଉରକେଲା : ବରିଷ୍ଠ ଆଇନଜୀବୀ ରମେଶ ବଳଙ୍କ ଆତ୍ମହତ୍ୟା, ଶ୍ୱଶୁର ଘରୁ ମିଳିଲା ଝୁଲନ୍ତା ମୃତଦେହ
  • ||
  • ଭୁବନେଶ୍ୱର : ଆସୁଛି ଆଉ ଏକ ଲଘୁଚାପ, ବର୍ଷାରେ ଭିଜିବ ଦଶହରା
  • ||

ଧାନ ସଂଗ୍ରହ ପ୍ରକ୍ରିୟା ପାଇଁ ବ୍ଲକ୍ ସ୍ତରରେ ନୋଡାଲ ଅଧିକାରୀ ନିଯୁକ୍ତ

15/12/2020 at 5:21 PM

ବ୍ରହ୍ମପୁର ୧୫।୧୨: ଧାନ ସଂଗ୍ରହ ପ୍ରକ୍ରିୟାର ସମସ୍ୟାକୁ ସୁଧାରିବା ପାଇଁ ବ୍ଲକ୍ ସ୍ତରରେ ନୋଡାଲ ଅଧିକାରୀ ନିଯୁକ୍ତ । ଧାନ ସଂଗ୍ରହର ୪୮ ଘଣ୍ଟା ମଧ୍ୟରେ ଚାଷୀଙ୍କ ଜମା ଖାତାରେ ଟଙ୍କା ଜମା ହେବ । ଚଳିତ ବର୍ଷ ୨୦୫୬୭ ଜଣ ଚାଷୀ ନୂତନ ଭାବେ ପଞିକରଣ କରିଛନ୍ତି । ସମୁଦାୟ ୧୩୯୬୪୮ ଜଣଙ୍କ ଚାଷୀଙ୍କଠାରୁ ଚଳିତ ବର୍ଷ ଧାନ ସଂଗ୍ରହ କରାଯିବା ନେଇ ଗଞ୍ଜାମ ଜିଲ୍ଲାପାଳ ସୂଚନା ଦେଇଛନ୍ତି ।

   Related Posts