ରାଜ୍ୟର ୧୩ ଜିଲ୍ଲା ପାଇଁ କାଳବୈଶାଖୀ ସତର୍କତା
8/06/2018 at 5:55 AM

ରାଜ୍ୟର ୧୩ ଜିଲ୍ଲା ପାଇଁ କାଳବୈଶାଖୀ ସତର୍କତା । ନବରଙ୍ଗପୁର, ନୂଆପଡା, କଳାହାଣ୍ଡି, ବଲାଙ୍ଗିର, କନ୍ଧମାଳ, ବୌଦ୍ଧ, ସୋନପୁର, ବରଗଡ, ସମ୍ବଲପୁର, ଝାରସୁଗୁଡା, ସୁନ୍ଦରଗଡ, ଦେବଗଡ, ଅନୁଗୁଳକୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି । ପୂର୍ବାହ୍ନ ୮.୪୫ ପର୍ଯ୍ୟନ୍ତ ପରାମର୍ଶ ରହିବାକୁ ସତର୍କ ଜାରି କରିଥିଲା ଆଞ୍ଚଳିକ ପାଣିପାଗ ବିଭାଗ ।
Related Posts
ସାପ୍ତାହିକ ବଜାରରେ ମହୁମାଛି ଆତଙ୍କ : ୫୦ରୁ ଅଧିକ ଆହତ, ୪ ଗୁରୁତର
21 March 2023