oroinfra
maganna
anutap
FileReOpen
TASTEtheBEST
EVOS_WebBanner_728X90
oroinfra
ChampionMaganna_WebBanner_728X90
Anutap_WebBanner_728X90
FileReOpen_WebBanner_728X90
TASTEtheBEST_WebBanner_728X90
EVOS_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପୁରୀ ଜେଲରେ ପୁଣି ଜଣେ କଏଦୀର ଆତ୍ମହତ୍ୟା
  • ||
  • ରାଜ୍ୟରେ ଉପର ତଳ ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୮୦ କୋଭିଡ୍ ପଜିଟିଭ୍
  • ||
  • ଭୁବନେଶ୍ୱର : ଭିଜିଲାନ୍ସ ଜାଲରେ IDCO ସହକାରୀ ନିର୍ଦ୍ଦେଶକ, ଏକାସାଙ୍ଗେ ୭ଟି ସ୍ଥାନରେ ଚାଲିଛି ଚଢାଉ
  • ||
  • ମୁମ୍ବାଇ : ଏକତା କପୁରଙ୍କ ବଢିଲା ଅଡୁଆ, ଗିରଫ ୱାରେଣ୍ଟ ଜାରି କଲେ ବିହାର କୋର୍ଟ
  • ||
  • ଭୁବନେଶ୍ୱର : ଗୁରୁବାରଠୁ ରାଜ୍ୟରେ ବର୍ଷା, ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
  • ||

ରାଜ୍ୟସଭା ଉପନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି, ମେ ୨୬ରୁ ଜୁନ୍‌ ୨ ମଧ୍ୟରେ ନାମାଙ୍କନ ଦାଖଲ କରିବେ ଆଶାୟୀ ପ୍ରାର୍ଥୀ

13/05/2022 at 2:51 PM

ଭୁବନେଶ୍ୱର, ୧୩/୦୫: ରାଜ୍ୟସଭା ଉପନିର୍ବାଚନ ପାଇଁ  ବିଜ୍ଞପ୍ତି ପ୍ରକାଶ ପାଇଛି । ସୁବାସ ସିଂହଙ୍କ ଇସ୍ତଫା ପରେ ଖାଲିପଡ଼ିଥିବା ଆସନ ପାଇଁ ଉପନିର୍ବାଚନ ହେବ । ଉପନିର୍ବାଚନ ପାଇଁ ମେ ୨୬ରୁ ଜୁନ୍‌ ୨ ପର୍ଯ୍ୟନ୍ତ ନାମାଙ୍କନ ଦାଖଲ କରିବେ ଆଶାୟୀ ପ୍ରାର୍ଥୀ । ଜୁନ୍‌ ୩ରେ ନାମାଙ୍କନ ଯାଞ୍ଚ କରାଯିବ । ୬ ତାରିଖ ମଧ୍ୟରେ ନାମାଙ୍କନ ପ୍ରତ୍ୟାହାର କରି ପାରିବେ ଆଶାୟୀ । ଆବଶ୍ୟକ ହେଲେ ଜୁନ୍‌ ୧୩ ତାରିଖରେ ଭୋଟ ଗ୍ରହଣ ହେବ ବୋଲି ଏହି ବିଜ୍ଞପ୍ତିରୁ ଜଣାପଡ଼ିଛି ।

ଜୁନ୍‌ ୧୩ ତାରିଖ ସକାଳ ୯ଟାରୁ ଅପରାହ୍ନ ୪ଟା ଯାଏ ଭୋଟ ଗ୍ରହଣ ହେବ । ଜୁନ୍‌ ୧୩ ତାରିଖ ଅପରାହ୍ନ ୫ଟାରେ ଭୋଟ ଗଣତି କରାଯିବ । କଟକର ମେୟର ନିର୍ବାଚିତ ହେବା ପରେ ସୁବାସ ସିଂହ ରାଜ୍ୟସଭା ସଦସ୍ୟ ପଦରୁ ଇସ୍ତଫା ଦେଇଥିଲେ । ଉପନିର୍ବାଚନରେ ନିର୍ବାଚିତ ସଦସ୍ୟ ୨୦୨୬ ଏପ୍ରିଲ୍‌ ମାସ ପର୍ଯ୍ୟନ୍ତ ସଦସ୍ୟ ରହିବେ ।  

   Related Posts