ଯୁକ୍ତ ଦୁଇ ରିଚେକିଂ ଓ ରି-ଆଡମିଶନ୍ ପାଇଁ ବିଜ୍ଞପ୍ତି ପ୍ରକାଶ, ଜୁନ୍ ୧୩ ଯାଏଁ ଆବେଦନ କରିପାରିବେ ଛାତ୍ରଛାତ୍ରୀ

Published By : Prameya-News7 Bureau | May 23, 2025 IST

ଭୁବନେଶ୍ବର ଯୁକ୍ତ ଦୁଇ ପରୀକ୍ଷା ଫଳକୁ ନେଇ ରିଚେକିଂ ଓ ରି-ଆଡିସନ୍ ପାଇଁ ଆବେଦନ କରିପାରିବେ ଛାତ୍ରଛାତ୍ରୀ । ଏନେଇ ସିଏଚ୍‌ଏସ୍‌ଇ କାର୍ଯ୍ୟାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ଆସନ୍ତା ମେ’ ୩୦ରୁ ଜୁନ୍ ୧୩ ତାରିଖ ପର୍ଯ୍ୟନ୍ତ ଆବେଦନ କରିପାରିବେ । ଏଥିପାଇଁ ୨୦୦ ଟଙ୍କା ଫିସ୍ ଦେବାକୁ ପଡିବ । ପ୍ରତ୍ୟେକ ଖାତା ପାଇଁ ୨୦୦ ଟଙ୍କା ଫିସ୍ ରହିଛି ।

You Can Read:

ପୁରୀ ଶଙ୍କରାଚାର୍ଯ୍ୟ ଗୋବର୍ଦ୍ଧନ ପୀଠର ସଂରକ୍ଷଣ ଓ ସୁରକ୍ଷା ନେଇ ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା ବୈଠକ

  • odisha
  • OdishaNews
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.