AKK 2023
MONGINIS 728X90
Hari omm 2
AKK2023
hari om films
WEB_F-8
MONGINIS 728X90
Showcase2022
HARI-OMM_728X90_B
WEB_F-9
hari om films
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଫୁଲବାଣୀ: ଗୋଛାପଡା ପୋଲିସକୁ ସଫଳତା, କ୍ୱିଣ୍ଟାଲରୁ ଅଧିକ ଗଂଜେଇ ଜବତ
  • ||
  • ଭୁବନେଶ୍ୱର: ରାଜଧାନୀରେ କଙ୍ଗାରୁକୋର୍ଟ, ଯୁବତୀଙ୍କୁ ଖୁଣ୍ଟରେ ବାନ୍ଧି ମାଡ଼
  • ||
  • ପ୍ରକାଶ ପାଇଲା ଜେଇଇ (ମେନ୍‌) ସେସନ-୧ ରେଜଲ୍ଟ, ଓ୍ୱେବସାଇଟ୍‌ରେ ଦେଖିପାରିବେ ଛାତ୍ରଛାତ୍ରୀ
  • ||
  • ଫେବୃୟାରୀରେ ଅଧିକ ରହିବ ତାପମାତ୍ରା, ଜଳବାୟୁ ଶୁଷ୍କ ଥିବାରୁ ଜଙ୍ଗଲରେ ଲାଗୁଛି ନିଆଁ
  • ||

ନର୍ସିଂ ଛାତ୍ରୀ ଆତ୍ମହତ୍ୟା ଘଟଣା, ସାଇଣ୍ଟିଫିକ୍ ଟିମର ତନାଘନା

5/09/2022 at 12:37 PM

ଭୁବନେଶ୍ୱର ୦୯/୦୫: ସୁନ୍ଦରପଦା ନର୍ସିଂ ଛାତ୍ରୀ ଆତ୍ମହତ୍ୟା ଘଟଣା । ଘଟଣାସ୍ଥଳରେ ପହଞ୍ଚି ସାଇଣ୍ଟିଫିକ୍ ଟିମ୍‌ର ତଦନ୍ତ । ଗତକାଲି କଲେଜ କନଫରେନ୍ସ ହଲରୁ ମିଳିଥିଲା ଛାତ୍ରୀଙ୍କ ମୃତଦେହ । ସେପଟେ ଖବର ପାଇ ବଲାଙ୍ଗୀରରୁ ଆସି ଭୁବନେଶ୍ୱରରେ ପହଞ୍ଚିଛନ୍ତି ପରିବାର ଲୋକେ ।

ସୂଚନା ଥାଉକି, ଭୁବନେଶ୍ୱର ସୁନ୍ଦରପଦାସ୍ଥିତ ଏକ ଘରୋଇ ନର୍ସିଂ ସ୍କୁଲରେ ଛାତ୍ରୀ ଜଣଙ୍କ ଆତ୍ମହତ୍ୟା କରିଛନ୍ତି । ଗତକାଲି ଝୁଲନ୍ତା ଅବସ୍ଥାରେ ତାଙ୍କର ମୃତଦେହ ଠାବ ହୋଇଥିଲା । ସୁନ୍ଦରପଦାସ୍ଥିତ ଜାମୁକୋଳି ଠାରେ ଥିବା ଏକ ଘରୋଇ ନର୍ସିଂ କଲେଜରେ ସେ ପ୍ରଥମ ବର୍ଷ ଛାତ୍ରୀ ଥିଲେ ।

ମୃତ ଛାତ୍ରୀ ଜଣଙ୍କ ବଲାଙ୍ଗିର ଅଞ୍ଚଳର । ତେବେ ସେ ତାଙ୍କ ମୃତ୍ୟୁର ପ୍ରକୃତ କାରଣ ଜଣାପଡିନଥିବା ବେଳେ ଏୟାରଫିଲ୍ଡ ଥାନା ପୋଲିସ ଏବଂ ସାଇଣ୍ଟିଫିକ ଟିମ୍ ପହଞ୍ଚି ଘଟଣାର ତଦନ୍ତ ଆରମ୍ଭ କରିଛନ୍ତି ।

   Related Posts