ChampionMaganna_WebBanner_728X90
ChampionMaganna_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବ୍ରହ୍ମପୁର: କୋର୍ଟରେ ଜଜ୍‌ଙ୍କୁ ଛୁରାମାଡ ଉଦ୍ୟମ, କାବୁ କଲା ପୋଲିସ
  • ||
  • ଭୁବନେଶ୍ୱର: ICMRର ପରାମର୍ଶ, ସାମାନ୍ୟ ଜ୍ୱର ହେଲେ ଖାଅନି ଆଣ୍ଟିବାୟୋଟିକ୍
  • ||
  • ଶିକ୍ଷକ ନିଯୁକ୍ତି ପ୍ରସଙ୍ଗରେ ଗୃହରେ ହଙ୍ଗାମା, ଗୃହ ମୁଲତବୀ କଲେ ବାଚସ୍ପତି
  • ||
  • ପଦ୍ମପୁରରେ କେନ୍ଦ୍ରୀୟ ଟିମ୍‌ର ରେଡ୍, ୩ ବ୍ୟବସାୟୀଙ୍କ ଘରେ ଚଢାଉ
  • ||

ଟ୍ରେନ୍ ଦୁର୍ଘଟଣାରେ ହାସ୍ୟ ଅଭିନେତା ଗୁଡ୍ଡୁଙ୍କ ମାଆଙ୍କ ମୃତ୍ୟୁ, ଚଢୁଥିବା ସମୟରେ ଖସି ପଡ଼ିଥିଲେ

29/09/2021 at 10:28 PM

 ଯାଜପୁର, ୨୯/୦୯: ଟ୍ରେନ୍ ଦୁର୍ଘଟଣାରେ ହାସ୍ୟ ଅଭିନେତା ଗୁଡ୍ଡୁଙ୍କ ମାଆଙ୍କ ମୃତ୍ୟୁ। ଯଖପୁରା ରେଳ ଷ୍ଟେସନରେ ଘଟିଛି ଏହି ଅଘଟଣ। ଟ୍ରେନ୍‌ରେ ଚଢୁଥିବା ସମୟରେ ଖସି ପଡ଼ିଥିଲେ ଗୁଡ୍ଡୁଙ୍କ ମାଆ ଗୀତାଞ୍ଜଳୀ। ଖୋର୍ଦ୍ଧା କେନ୍ଦୁଝର ଇଣ୍ଟରସିଟି ଏକ୍ସପ୍ରେସରେ ଗୁଡୁଙ୍କ ମାଆ ଓ ଭଉଣୀ କେନ୍ଦୁଝର ଫେରୁଥିବା ସମୟରେ ଏହି ଅଘଟଣ ଘଟିଥିବା ଜଣାପଡିଛି।

   Related Posts