WhatsApp Image 2023-12-03 at 20.27.35 (1)
WhatsApp Image 2023-12-03 at 20.27.35
WhatsApp Image 2023-12-03 at 20.27.36 (1)
WhatsApp Image 2023-12-03 at 20.27.36
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online, Odisha News, khabar odisha,news in oriya

ବିଧାନସଭା ମୌସୁମୀ ଅଧିବେଶନ, ଅପରାହ୍ନ ୪ଟା ଯାଏଁ ଗୃହ ମୁଲତବୀ

28/09/2023 at 12:55 PM

ଭୁବନେଶ୍ୱର ୨୮।୦୯ : ବିଧାନସଭା ମୌସୁମୀ ଅଧିବେଶନ । ଗୁରୁବାର ଅପରାହ୍ନ ୪ଟା ଯାଏଁ ଗୃହ ମୁଲତବୀ । ବାଚସ୍ପତି ପ୍ରମିଳା ମଲ୍ଲିକ ଅପରାହ୍ନ ୪ଟା ଯାଏଁ ମୁଲତବୀ ଘୋଷଣା କରିଛନ୍ତି ।

ଖବର ଅନୁଯାୟୀ, ବିଧାନସଭା ମୌସୁମୀ ଅଧିବେଶନ । ଗୁରୁବାର ଦିନ ଅଧିବେଶନ ଆରମ୍ଭ ହେବା ମାତ୍ରେ ବିରୋଧୀ କରିଥିଲେ ହଙ୍ଗାମା । ମୁଖ୍ୟମନ୍ତ୍ରୀଙ୍କ ବିବୃତ୍ତି ନେଇ ବିରୋଧୀ ଓ ଶାସକ ଦଳ ମୁହାଁମୁହିଁ ହୋଇଥିଲେ । ଏପିରିକି ଗୃହର ମଧ୍ୟଭାଗକୁ ଆସି ବିଜେପି ବିଧାୟକମାନେ ହଟ୍ଟଗୋଳ କରିଥିଲେ । ଶେଷରେ ବାଚସ୍ପତି ପ୍ରମିଳ ମଲ୍ଲିକ ବାଧ୍ୟ ହୋଇ ବିଧାନସଭାକୁ ମୁଲତବୀ ଘୋଷଣା କରିଥିଲେ । ଅପରାହ୍ନ ୪ଟା ଯାଏଁ ଗୃହକୁ ମୁଲତବୀ ଘୋଷଣା କରିଛନ୍ତି ବାଚସ୍ପତି ।

   Related Posts