Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online, odisha news,khabar odisha,news in oriya

ପ୍ରମୁଖ ଖବର
  • ଶକ୍ତିଶାଳୀ ହେବ ନୌସେନା: ୧୧ ପାଟ୍ରୋଲିଂ ଭାସେଲ ଓ ୬ ମିସାଇଲ୍ ଭାସେଲ କିଣିବାକୁ ୧୯ ହଜାର କୋଟିର ଡିଲ୍‌
  • ||
  • ବୁଲେଟ ଟ୍ରେନ୍ ପ୍ରକଳ୍ପ ପାଇଁ ଭାରତକୁ ୧୮,୭୫୦ କୋଟି ଓଡିଏ ଋଣ ଦେଲା ଜାପାନୀ ସଂସ୍ଥା
  • ||
  • ପ୍ରତିରକ୍ଷା ମନ୍ତ୍ରାଳୟ ଓ ଭାରତ ଇଲେକ୍ଟ୍ରୋନିକ୍ ଲିମିଟେଡ୍ ମଧ୍ୟରେ ୫,୪୯୮ କୋଟିର ଚୁକ୍ତି ସ୍ୱାକ୍ଷରିତ; EW କିଣିବ ଭାରତୀୟ ସଶସ୍ତ୍ର ବଳ
  • ||
  • କଟକ : କଟକ ଷ୍ଟେସନରୁ ଭଦ୍ରକ-ନୟାଗଡ ମେମୁ ଟ୍ରେନ୍‌ର ଶୁଭାରମ୍ଭ କଲେ ଦୁଇ କେନ୍ଦ୍ରମନ୍ତ୍ରୀ
  • ||
  • ନୂଆପଡା : ଟ୍ରାପ୍ କ୍ୟାମେରାରେ କଏଦ ହେଲା କଲରାପତରିଆ ବାଘ
  • ||
  • ଖଲ୍ଲିକୋଟ : ଋଷିକୁଲ୍ୟା ମୁହାଁଣରେ ବିରଳ ପ୍ରଜାତିର ସାମୁଦ୍ରିକ କଇଁଛ, ଏହାର ଓଜନ ୧୪୦ କିଲୋ
  • ||
  • ନାରାୟଣପାଟଣା : ମିଳିଲା ଗର୍ଭବତୀ ମହିଳାଙ୍କ ଝୁଲନ୍ତା ମୃତଦେହ, ଜ୍ବାଇଁ ବିରୋଧରେ ହତ୍ୟା ଅଭିଯୋଗ
  • ||
  • କାଠୁଆ : ଜାମ୍ମୁକାଶ୍ମୀର କଠୁଆରେ ଭୟଙ୍କର ବିସ୍ଫୋରଣ, ପୂରା ଅଞ୍ଚଳରେ ହାଇଆଲର୍ଟ
  • ||
  • ଭୁବନେଶ୍ୱର : ବଢିଲା ପୁଣି ଓମ୍‌ଫେଡ୍‌ କ୍ଷୀରର ଦର, ପ୍ୟାକେଟ୍‌ ପିଛା ବଢିଲା ୨ଟଙ୍କା
  • ||
  • ନୂଆଦିଲ୍ଲୀ : Twitterର ବଡ ଆକ୍ସନ, ପାକିସ୍ତାନ ସରକାରଙ୍କ ଟ୍ଵିଟର ଆକାଉଣ୍ଟକୁ ବ୍ଲକ କଲା ଭାରତ
  • ||

ଶୂନ୍ୟକାଳରେ ପୁଣି ଉଠିଲା ନବ ଦାସ ହତ୍ୟା ପ୍ରସଙ୍ଗ, ଅପରାହ୍ନ ୪ଟା ଯାଏଁ ଗୃହ ମୁଲତବୀ

10/03/2023 at 12:40 PM

ଭୁବନେଶ୍ବର ୧୦।୩: ବିଧାନସଭା ଶୂନ୍ୟକାଳରେ ପୁଣି ଉଠିଲା ନବ ଦାସ ହତ୍ୟା ପ୍ରସଙ୍ଗ  । ମୁଖ୍ୟମନ୍ତ୍ରୀଙ୍କ ଇସ୍ତଫା ଦାବିରେ ଗୃହ ଅଚଳ । ଗୃହର ମଧ୍ୟଭାଗକୁ ଆସି ବିଜେପି ଓ କଂଗ୍ରେସ ସଦସ୍ୟଙ୍କ ନାରାବାଜି କରିଛନ୍ତି । ହଟ୍ଟଗୋଳ ଯୋଗୁଁ ଗୃହ ଅପରାହ୍ନ ୪ଟା ଯାଏଁ ମୁଲତବୀ ଘୋଷଣା କରିଛନ୍ତି ବାଚସ୍ପତି ।

ବିଧାନସଭା ପ୍ରଶ୍ନକାଳ ଆରମ୍ଭରୁ ନବ ଦାସ ହତ୍ୟାକାଣ୍ଡକୁ ନେଇ ଗୃହରେ ବିରୋଧୀ ସଦସ୍ୟ ହଙ୍ଗାମା କରିଥିଲେ । ବାଚସ୍ପତିଙ୍କ ପୋଡିୟମ୍ ନିକଟକୁ ଆସି ହୋହଲ୍ଲା ଓ ନାରାବାଜି କରିଥିଲେ ବିରୋଧୀ ସଦସ୍ୟ । ଉଭୟ ବିରୋଧୀ ବିଜେପି ଓ କଂଗ୍ରେସ ସଦସ୍ୟ ଗୃହରେ ହଟ୍ଟଗୋଳ କରିଥିଲେ । ନବ ଦାସ ହତ୍ୟାକାଣ୍ଡ ଘଟଣାରେ ସିବିଆଇ ତଦନ୍ତ ଦାବି କରିଥିଲା ବିଜେପି । ହଟ୍ଟଗୋଳ ଯୋଗୁଁ ଗୃହକୁ ଦିନ ୧୧ଟା ୩୦ମିନିଟ୍ ପର୍ଯ୍ୟନ୍ତ ମୁଲତବୀ ରଖିଥିଲେ ବାଚସ୍ପତି ବିକ୍ରମକେଶରୀ ଆରୁଖ ।

   Related Posts