Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online, odisha news,khabar odisha,news in oriya

ପ୍ରମୁଖ ଖବର
  • ଖୋର୍ଦ୍ଧା : ଟ୍ରକକୁ ପଛରୁ ପିଟିଲା ପିକ୍‌ଅପ୍‌ ଭ୍ୟାନ୍‌, ୨ ମୃତ
  • ||
  • ଧର୍ମଗଡ଼ : ବନୀକରଣ ନାଁରେ ଦୁର୍ନୀତି, ଜେଲ୍‌ ଗଲେ ଦୁଇ ପୂର୍ବତନ ବନ ଅଧିକାରୀ
  • ||
  • ମୁମ୍ବାଇ : କିରଣ ଖେର୍‌ କୋଭିଡ଼ ପଜିଟିଭ୍‌, ଟ୍ୱିଟ୍‌ ଜରିଆରେ ଲୋକଙ୍କୁ କଲେ ଖାସ୍‌ ଅପିଲ୍‌
  • ||
  • ଭୁବନେଶ୍ୱର : ଆଜିଠୁ ରାଜ୍ୟରେ ବର୍ଷା କମିବ, ତାପମାତ୍ରା ୩ରୁ ୪ ଡିଗ୍ରୀ ବଢିବ
  • ||

୨୦ରେ ବସିବ ସର୍ବଦଳୀୟ ବୈଠକ, ୨୧ରୁ ଆରମ୍ଭ ହେବ ବଜେଟ ଅଧିବେଶନ

15/02/2023 at 3:01 PM

ଭୁବନେଶ୍ୱର ୧୫।୦୨ : କେନ୍ଦ୍ରୀୟ ବଜେଟ୍ ପରେ ରାଜ୍ୟ ବଜେଟ୍ ଉପସ୍ଥାପନ ହେବାକୁ ଯାଉଛି। ଏନେଇ ୨୦ରେ ବସିବ ସର୍ବଦଳୀୟ ବୈଠକ । ୨୧ ତାରିଖରୁ ଆରମ୍ଭ ହେବ ବିଧାନସଭାର ବଜେଟ ଅଧିବେଶନ। ବିଧାନସଭାର ସୁପରିଚାଳନା ନେଇ ଆସନ୍ତା ୨୦ ତାରିଖରେ ସର୍ବଦଳୀୟ ବୈଠକ ବସିବ ।

ବୈଠକରେ ବିଧାନସଭା କିପରି ଚାଲିବ ସେ ନେଇ ଉଭୟ ଶାସକ ଓ ବିରୋଧୀ ଦଳ ନେତାଙ୍କଠାରୁ ନିଆଯିବ ମତାମତ । ଏହି ବଜେଟ ଅଧିବେଶନ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ଏଥିରେ ପୂର୍ଣ୍ଣାଙ୍ଗ ବଜେଟ ଆସିବା ସହ ଲମ୍ବା ସମୟ ଧରି ଚାଲିବ ଗୃହ କାର୍ଯ୍ୟ ।

   Related Posts