ବିଧାନସଭା ବଜେଟ୍ ଅଧିବେଶନ : ଚାଷୀ ପ୍ରସଙ୍ଗରେ ବିରୋଧୀଙ୍କ ହଟ୍ଟଗୋଳ, ୧୧ଟା ୩୦ପର୍ଯ୍ୟନ୍ତ ଗୃହ ମୁଲତବୀ

Published By : Prameya-News7 Bureau | February 05, 2019 IST

ଭୁବନେଶ୍ବର ୫|୧: ବିଧାନସଭା ବଜେଟ୍ ଅଧିବେଶନର ଆଜି ଦ୍ବିତୀୟ ଦିନ । ଗୃହ କାର୍ଯ୍ୟ ଆରମ୍ଭରୁ ବିରୋଧୀଙ୍କ ହଟ୍ଟଗୋଳ । ଚାଷୀ ଓ ଚିଟ୍‌ଫଣ୍ଡ ପ୍ରସଙ୍ଗ ନେଇ ଗୃହରେ ବିରୋଧୀ କଂଗ୍ରେସ ସଦସ୍ୟଙ୍କ ନାରାବାଜି ସହ ହଟ୍ଟଗୋଳ । ବାଚସ୍ପତିଙ୍କ ପୋଡିୟମ୍ ନିକଟକୁ ଆସି ହୋହଲ୍ଲା କଲେ ବିରୋଧୀ । ୧୧ଟା ୩୦ପର୍ଯ୍ୟନ୍ତ ଗୃହକୁ ମୁଲତବୀ ରଖିଲେ ବାଚସ୍ପତି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.