ବିଧାନସଭାର ମୌସୁମୀ ଅଧିବେଶନ ଶେଷ, ଦିନକ ପୂର୍ବରୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ଗୃହ ମୁଲତବୀ

Published By : Prameya-News7 Bureau | October 03, 2023 IST

ଭୁବନେଶ୍ବର ୩।୧୦: ସରିଲା ମୌସୁମୀ ଅଧିବେଶନ । ଦିନକ ପୂର୍ବରୁ ବିଧାନସଭାକୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ଗୃହକୁ ମୁଲତବୀ କରାଯାଇଛି । ମୌସୁମୀ ଅଧିବେଶନ ବେଶ ସରଗରମ ରହିଥିଲା । ଗତ ୨୨ରୁ ବିଧାନସଭା ଅଧିବେଶନ ଆରମ୍ଭ ହୋଇଥିଲା । ୨୮ ହଜାର ୨୦୦ କୋଟି ଟଙ୍କାର ବଜେଟ୍ ଉପସ୍ଥାପନ ହୋଇଥିଲା ।

ଗତ ୨୨ରୁ ବିଧାନସଭା ଅଧିବେଶନ ଆରମ୍ଭ ହୋଇଥିଲା । ୨୮ ହଜାର ୨୦୦ କୋଟି ଟଙ୍କାର ଅତିରିକ୍ତ ବଜେଟ୍ ଉପସ୍ଥାପନ ହୋଇଥିଲା । ବ୍ୟୟମଞ୍ଜୁରୀ ବିଲ୍ ସହ ସମୁଦାୟ ୧୨ଟି ବିଲ୍ ପାରିତ ହୋଇଛି । ୭ଟି କାର୍ଯ୍ୟଦିବସ ଏ ଅଧିବେଶନରେ ବସିଥିଲା । ବ୍ୟୟମଞ୍ଜୁରୀ ବିଲ୍ ସହ ସମୁଦାୟ ୧୨ଟି ବିଲ୍ ପାରିତ ହୋଇଛି ।

You Can Read :

wp:embed {"url":"https://www.prameyanews7.com/naveen-explained-in-the-assembly-said-shraddha-is-my-physiotherapist/","type":"wp-embed","providerNameSlug":"prameya-news-7"}
https://www.prameyanews7.com/naveen-explained-in-the-assembly-said-shraddha-is-my-physiotherapist/
/wp:embed

News7 Is Now On WhatsApp Join And Get Latest News Updates Delivered To You Via WhatsApp

Rath Yatra

Copyright © 2024 - Summa Real Media Private Limited. All Rights Reserved.