suno sunao
Hari omm 2
hari om films
suno sunao new
HARI-OMM_728X90_B
Showcase2022
hari om films
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ସାଲେପୁର : ପାରିବାରିକ କଳହର କରୁଣ ପରିଣତି, ସ୍ୱାମୀକୁ କିରୋସିନି ଢାଳି ଜାଳିଦେଲା ସ୍ତ୍ରୀ
  • ||
  • ଭୂକମ୍ପରେ ଥରିଲା ଇରାନ : ୭ ମୃତ, ୪୪୦ରୁ ଅଧିକ ଆହତ
  • ||

ଆଜି ରାଜ୍ୟ କ୍ୟାବିନେଟର ଗୁରୁତ୍ବପୂର୍ଣ୍ଣ ବୈଠକ

24/09/2018 at 10:29 AM

ଭୁବନେଶ୍ବର ୨୪|୯: ଆଜି ରାଜ୍ୟ କ୍ୟାବିନେଟର ଗୁରୁତ୍ବପୂର୍ଣ୍ଣ ବୈଠକ ହେବ । ଦିନ ୧୧ଟା୪୫ ମିନିଟରେ ସଚିବାଳୟଠାରେ ଅନୁଷ୍ଠିତ ହେବ । କ୍ୟାବିନେଟରେ ୩ଟି ଗୁରୁତ୍ବପୂର୍ଣ୍ଣ ପ୍ରସ୍ତାବ ଉପରେ ମୋହର ବାଜିବ ବୋଲି ଜଣାପଡିଛି । ଏହା ଛଡା କିଛି ଅତିରିକ୍ତ ପ୍ରସ୍ତାବ ମଧ୍ୟ ଆସିପାରେ । ପଞ୍ଚାୟତିରାଜ ବିଭାଗ ସମ୍ପର୍କିତ ଏକ ପ୍ରସ୍ତାବ ରହିଥିବା ଜଣାପଡିଛି ।

   Related Posts