ଭୁବନେଶ୍ୱର ୦୭।୦୯ : ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ । ସୋମବାର ସଂଧ୍ୟା ୫ଟାରେ ବସିବ ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ । ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନରେ ବସିବ ରାଜ୍ୟ କ୍ୟାବିନେଟ୍‌ ବୈଠକ । 

ସୋମବାର ସଂଧ୍ୟା ୫ଟା । ଲୋକସେବା ଭବନରେ ବସିବ ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ବସିବାକୁ ଥିବା ଏହି ବୈଠକରେ ବହୁ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ଲାଗିପାରେ ମୋହର । ତେବେ କେଉଁ କେଉଁ ପ୍ରସ୍ତାବ ରହିଛି । ସେନେଇ କୌଣସି ସଠିକ୍‌ ସୂଚନା ମିଳିନାହିଁ । ବୈଠକରେ ସମସ୍ତ କ୍ୟାବିନେଟ ମନ୍ତ୍ରୀଙ୍କ ସମେତ ମୁଖ୍ୟ ଶାସନ ସଚିବ ଉପସ୍ଥିତ ରହିବେ।

Watch Video:-