ଆଜି ଅପରାହ୍ନରେ ବସିବ ରାଜ୍ୟ କ୍ୟାବିନେଟ୍ ବୈଠକ
16/08/2019 at 9:51 AM

ଭୁବନେଶ୍ବର ୧୬|୮: ଆଜି ଅପରାହ୍ନରେ ରାଜ୍ୟ କ୍ୟାବିନେଟ୍ ବୈଠକ ବସିବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅପରାହ୍ନ ୫ଟା ୪୫ ମିନିଟରେ ବୈଠକ ବସିବ । ଏହି ବୈଠକରେ ପ୍ରାୟ ୮ଟି ପ୍ରସ୍ତାବ ଉପରେ ମୋହର ବାଜିବା ସମ୍ଭାବନା ରହିଛି । କ୍ୟାବିନେଟ୍ ଅନୁମୋଦନ ପାଇଁ କୃଷି, ବିଦ୍ୟାଳୟ ଓ ଗଣଶିକ୍ଷା, ଜଳସମ୍ପଦ, ଶକ୍ତି ଏବଂ ଶ୍ରମ ବିଭାଗର କେତେକ ପ୍ରସ୍ତାବ ଥିବା ସୂଚନା ମିଳିଛି।
Related Posts
କଳିଙ୍ଗା ଡିଏଭି ସ୍କୁଲ ନିକଟରେ ଓଲଟିଲା ସ୍ୱିଫ୍ଟ୍ କାର, ୩ ଆହତ
9 August 2022
ମଦ ବେପାରକୁ ବିରୋଧ କରିବାରୁ ଅପହରଣ ଅଭିଯୋଗ, ଥାନା ଘେରିଲେ ଲୋକେ
9 August 2022