vridhi excotica
ori homes
vridhi excotica
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କଟକ : ପ୍ରକାଶ ପାଇଲା ଚଳିତ ବର୍ଷର ମାଟ୍ରିକ୍ ପରୀକ୍ଷା ଫଳ, ମୋଟ୍ ପାସ୍ ହାର ୯୦.୫୫ ପ୍ରତିଶତ
  • ||
  • ରାଉରକେଲା : ଷ୍ଟିଲ ସିଟିରେ ୩୧୧ କୋଟିର GST ଠକେଇ, ବନ୍ଧାହେଲେ ୫ ବ୍ୟବସାୟୀ
  • ||
  • ରାଜ୍ୟରେ ବଢୁଛି କରୋନା ଗ୍ରାଫ୍, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୪୦୧ କୋଭିଡ୍ ପଜିଟିଭ୍
  • ||
  • ଘରୋଇ ଗ୍ୟାସ୍ ସିଲିଣ୍ଡର ହେଲା ମହଙ୍ଗା, ସିଲିଣ୍ଡର ପିଛା ବଢିଲା ୫୦ ଟଙ୍କା
  • ||
  • ଷ୍ଟିଲ ସିଟିରେ ୩୧୧ କୋଟିର GST ଠକେଇ, ବନ୍ଧାହେଲେ ୫ ବ୍ୟବସାୟୀ
  • ||
  • ଭୁବନେଶ୍ୱର : ରଶ୍ମିରେଖାଙ୍କ ପୁରୁଷବନ୍ଧୁଙ୍କ ଆତ୍ମହତ୍ୟା, ରାଉରକେଲାରୁ ମିଳିଲା ଝୁଲନ୍ତା ମୃତଦେହ
  • ||

ଆଜି ଅପରାହ୍ନରେ ବସିବ ରାଜ୍ୟ କ୍ୟାବିନେଟ୍ ବୈଠକ

16/08/2019 at 9:51 AM

ଭୁବନେଶ୍ବର ୧୬|୮:  ଆଜି ଅପରାହ୍ନରେ ରାଜ୍ୟ କ୍ୟାବିନେଟ୍ ବୈଠକ ବସିବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅପରାହ୍ନ ୫ଟା ୪୫ ମିନିଟରେ ବୈଠକ ବସିବ । ଏହି ବୈଠକରେ ପ୍ରାୟ ୮ଟି ପ୍ରସ୍ତାବ ଉପରେ ମୋହର ବାଜିବା ସମ୍ଭାବନା ରହିଛି । କ୍ୟାବିନେଟ୍ ଅନୁମୋଦନ ପାଇଁ କୃଷି, ବିଦ୍ୟାଳୟ ଓ ଗଣଶିକ୍ଷା, ଜଳସମ୍ପଦ, ଶକ୍ତି ଏବଂ ଶ୍ରମ ବିଭାଗର କେତେକ ପ୍ରସ୍ତାବ ଥିବା ସୂଚନା ମିଳିଛି।

   Related Posts