ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍ କରୋନା ସଂକ୍ରମିତ, ପତ୍ନୀଙ୍କ ରିପୋର୍ଟ ମଧ୍ୟ ପଜିଟିଭ୍

Published By : Prameya-News7 Bureau | November 02, 2020 IST

ଭୁବନେଶ୍ବର ୨।୧୧: ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍ କରୋନା ସଂକ୍ରମିତ ହୋଇଛନ୍ତି । ତାଙ୍କ ପତ୍ନୀଙ୍କର କରୋନା ପରୀକ୍ଷା ରିପୋର୍ଟ ମଧ୍ୟ ପଜିଟିଭ୍ ଆସିଛି । ଏନେଇ ଟ୍ବିଟ୍ ଯୋଗେ ରାଜ୍ୟପାଳଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ଉଭୟଙ୍କ ସଂସ୍ପର୍ଶରେ ଆସିଥିବା ଲୋକଙ୍କୁ କରୋନା ପରୀକ୍ଷା କରିବାକୁ କୁହାଯାଇଛି ।

ରାଜ୍ୟପାଳଙ୍କ କାର୍ଯ୍ୟାଳୟ ପକ୍ଷରୁ କରାଯାଇଥିବା ଟ୍ବିଟ୍‌ରେ ଲେଖାଯାଇଛି ଯେ, 'ମାନ୍ୟବର ରାଜ୍ୟପାଳ ଏବଂ ତାଙ୍କ ପତ୍ନୀ କରୋନା ସଂକ୍ରମିତ ହୋଇଛନ୍ତି । ନିକଟରେ ତାଙ୍କ ସଂସ୍ପର୍ଶରେ ଆସିଥିବା ସମସ୍ତଙ୍କୁ କରୋନା ପରୀକ୍ଷଣ କରାଇନେବାକୁ ଅନୁରୋଧ ।'

wp:html /wp:html

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.