Showcase2022
Showcase2022
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଆଠଗଡ: ହଟିଲା କଟକଣା, ନୂଆ ବର୍ଷରୁ ବାବା ଧବଳେଶ୍ୱରଙ୍କୁ ଦର୍ଶନ କରିବେ ଭକ୍ତ
  • ||
  • ଭୁବନେଶ୍ୱର: ସନ୍ଧ୍ୟା ସୁଦ୍ଧା ବାତ୍ୟାର ରୂପନେବ ଗଭୀର ଅବପାତ, ବର୍ଷାରେ ଭିଜିବ ଦକ୍ଷିଣ ଓଡିଶା
  • ||
  • ୧୭ ଜଣିଆ ରଣଜୀ ଟିମ୍ ଘୋଷଣା : ଶୁଭ୍ରାଂଶୁ ସେନାପତି ଅଧିନାୟକ, ୪ ନୂଆ ମୁହଁ
  • ||
  • ପୋଲିସକୁ ସଫଳତା, ନକଲି ସୁନା ଦେଇ ଋଣ କରି ୫୨ ଲକ୍ଷ ଟଙ୍କା ଠକେଇ ଘଟଣାର ପର୍ଦାଫାସ
  • ||
  • ଖଲ୍ଲିକୋଟ ଉଚ୍ଚ ବିଦ୍ୟାଳୟରେ ରାଗିଂ ଘଟଣା, ୭ ଛାତ୍ରଙ୍କୁ ବହିଷ୍କାର କଲେ ଅଧ୍ୟକ୍ଷ
  • ||

ଆଶୀର୍ବାଦ ବେହେରାଙ୍କୁ ମିଳିଲା ଜାମିନ

26/11/2019 at 2:03 PM

କଟକ ୨୬।୧୧: ଆଶୀର୍ବାଦ ବେହେରାଙ୍କୁ ମିଳିଲା ଜାମିନ । ଆର୍ଶୀବାଦଙ୍କୁ ସର୍ତ୍ତମୂଳକ ଜାମିନ ପ୍ରଦାନ କଲେ ହାଇକୋର୍ଟ । ଅର୍ଥତତ୍ତ୍ବ ଚିଟଫଣ୍ଡ ମାମଲାରେ ଗିରଫ କରିଥିଲା ସିବିଆଇ ।

ଅର୍ଥତତ୍ତ୍ବ ଚିଟଫଣ୍ଡ ମାମଲାରେ ଗିରଫ ହୋଇ ଜେଲରେ ଥିବା ଆଶୀର୍ବାଦ ବେହେରାଙ୍କୁ ଜାମିନ ମିଳିଲା । ଆର୍ଶୀବାଦଙ୍କୁ ସର୍ତ୍ତମୂଳକ ଜାମିନ ପ୍ରଦାନ କଲେ ହାଇକୋର୍ଟ । ଦେଢ ଲକ୍ଷ ଟଙ୍କାର ସିକ୍ୟୁରିଟି ଓ ଦୁଇ ଜାମିନଦାରଙ୍କ ବଦଳର ଜାମିନ ମିଳିଛି । ଗତ ସେପ୍ଟେମ୍ବର ୧୯ତାରିଖରେ ଏଟି ଚିଟଫଣ୍ଡ ମାମଲାରେ ଆର୍ଶୀବାଦ ବେହେରାଙ୍କୁ ଗିରଫ  କରିଥିଲା ସିବିଆଇ ।

   Related Posts