ଭୁବନେଶ୍ୱର ୧୦।୧୧ : ହିତାଧିକାରୀଙ୍କ ପାଇଁ ଖୁସି ଖବର । ରାଜ୍ୟର ୫ ଲକ୍ଷରୁ ଅଧିକ ନୂଆ ହିତାଧିକାରୀଙ୍କୁ ମିଳିଲା ଭତ୍ତା। ମଧୁବାବୁ ପେନସନ୍ ଯୋଜନାରେ ୫ ଲକ୍ଷ ୫ ହଜାର ୮୧୭ ଜଣଙ୍କୁ ଭତ୍ତା ପ୍ରଦାନ କରାଯିବ। ବାଲେଶ୍ୱରରେ ଆୟୋଜିତ କାର୍ଯ୍ୟକ୍ରମରେ ଏହି ଯୋଜନାର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଧୀ । ଏହା ସହ ଉଦ୍ଘାଟିତ ହୋଇଛି ଏକୀକୃତ ପେନସନ୍ ପରିଚାଳନା ପୋର୍ଟାଲ।

ଖବର ଅପଡେଟ୍‌ ଜାରି ରହିଛି..