ବିଶାଖାପାଟଣାରେ ଜାରି ରହିବ ଓଡ଼ିଶା ରୋଗୀ ସହାୟତା କେନ୍ଦ୍ର ସୁବିଧା, ୧୦ଲକ୍ଷ ଟଙ୍କା ସହାୟତା ଘୋଷଣା

ଭୁବନେଶ୍ୱର ୨।୬: ବିଶାଖାପାଟଣାରେ ରାଜ୍ୟ ସରକାରଙ୍କ ପକ୍ଷରୁ ଖୋଲା ଯାଇଥିବା ‘ରୋଗୀ ସହାୟତା କେନ୍ଦ୍ର’ର ଅବଧିକୁ ରାଜ୍ୟ ସରକାର ଆଉ ବର୍ଷେ (୨୦୨୩-୨୪) ପାଇଁ ବୃଦ୍ଧି କରିଛନ୍ତି ଏବଂ ଏଥିପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ୧୦ଲକ୍ଷ ଟଙ୍କା ସହାୟତା ପ୍ରଦାନ କରାଯାଇଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏ ସମ୍ପର୍କିତ ପ୍ରସ୍ତାବକୁ ଅନୁମୋଦନ କରିଛନ୍ତି । ଏହା ଦ୍ୱାରା ମାଲକାନଗିରିରୁ ବିଶାଖାପାଟଣାକୁ ଯାଉଥିବା ଗରିବ, ଆଦିବାସୀମାନଙ୍କ ଚିକିତ୍ସା କ୍ଷେତ୍ରରେ ସୁବିଧା ଜାରି ରହିବ ବୋଲି ମୁଖ୍ୟମନ୍ତ୍ରୀ  କହିଛନ୍ତି … Continue reading ବିଶାଖାପାଟଣାରେ ଜାରି ରହିବ ଓଡ଼ିଶା ରୋଗୀ ସହାୟତା କେନ୍ଦ୍ର ସୁବିଧା, ୧୦ଲକ୍ଷ ଟଙ୍କା ସହାୟତା ଘୋଷଣା