Showcase2022
Showcase2022
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭଦ୍ରକ: ଲାଞ୍ଚ ନେଇ ନିଲମ୍ୱିତ ହେଲେ ରାଜସ୍ୱ ନିରୀକ୍ଷକ, କହିଥିଲେ ମୋ ମୁଣ୍ଡର ଦାମ୍‌ କଣ ୨୦୦ ଟଙ୍କା ?
  • ||
  • ବାରିପଦା:ସରକାରୀ ବସଷ୍ଟାଣ୍ଡ ସମ୍ମୁଖରେ ଭୟାବହ ଅଗ୍ନିକାଣ୍ଡ, ୪ ଦୋକାନ ଓ ହୋଟେଲ ଭସ୍ମୀଭୂତ
  • ||

ଧାମନଗର ଉପନିର୍ବାଚନ : ଡିଜି କ୍ୟାମ୍ପ ଅଫିସରେ ରାଜ୍ୟ ପୋଲିସର ଗୁରୁତ୍ୱପୂର୍ଣ୍ଣ ବୈଠକ, ବରିଷ୍ଠ ଅଧିକାରୀ ଉପସ୍ଥିତ

31/10/2022 at 1:23 PM

ଭୁବନେଶ୍ୱର ୩୧।୧୦: ଧାମନଗର ଉପନିର୍ବାଚନ ନେଇ ସଜାଗ ରାଜ୍ୟ ପୋଲିସ । ଡିଜି କ୍ୟାମ୍ପ ଅଫିସରେ ଗୁରୁତ୍ୱପୂର୍ଣ୍ଣ ବୈଠକ । ପୋଲିସ ଡିଜି ସୁନୀଲ ବଂଶଲଙ୍କ ଅଧ୍ୟକ୍ଷତାରେ ଚାଲିଛି ବୈଠକ । ଏହି ବୈଠକରେ ଗୁଇନ୍ଦା ବିଭାଗ ନିର୍ଦ୍ଦେଶକ ସଂଜୀବ ପଣ୍ଡା, ଆଇନ୍‌ ଶୃଙ୍ଖଳା ଏଡିଜି ରାଧାକୃଷ୍ଣ ଶର୍ମୀ ପ୍ରମୁଖ ଉପସ୍ଥିତ ରହିଛନ୍ତି । ନିର୍ବାଚନକୁ ଅବାଧ ନିରପେକ୍ଷ କରିବାକୁ ବୈଠକରେ ମତ ରଖିଲେ ପୋଲିସ ଡିଜି ।

ସୂଚନାଯୋଗ୍ୟ ଯେ, ନଭେମ୍ବର ୩ରେ ହେବ ଧାମନଗର ଉପନିର୍ବାଚନ ହେବ । ପରେ ନଭେମ୍ଭର ୬ରେ ଭୋଟ ଗଣତି ଓ ଫଳାଫଳ ପ୍ରକାଶ ପାଇବ । ବିଧାୟକ ବିଷ୍ଣୁ ସେଠୀଙ୍କ ବିୟୋଗ ପରେ ଖାଲି ପଡିଥିବା ଆସନ ଲାଗି ହେବ ନିର୍ବାଚନ । ଏଥିପାଇଁ ରାଜ୍ୟର ପ୍ରମୁଖ ଦଳ ସବୁ ଜୋରଦାର ପ୍ରଚାର କରୁଛନ୍ତି । ।

   Related Posts