oroinfra
maganna
anutap
FileReOpen
TASTEtheBEST
EVOS_WebBanner_728X90
oroinfra
ChampionMaganna_WebBanner_728X90
Anutap_WebBanner_728X90
FileReOpen_WebBanner_728X90
TASTEtheBEST_WebBanner_728X90
EVOS_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବ୍ରହ୍ମପୁର: ରେଶମ ସହରରେ ବେଧଡ଼କ ଚାଲିଛି ଧଳାଜହର କାରବାର, ଜଣେ ମହିଳା ଗିରଫ
  • ||
  • ରାୟଗଡା : ବନ୍ଦ ହେଲା ରାଜ୍ୟର ଦ୍ୱିତୀୟ ଝୁଲାପୋଲ, ସୁରକ୍ଷା ଦୃଷ୍ଟିରୁ ପ୍ରଶାସନର ନିଷ୍ପତ୍ତି
  • ||
  • ଏକ୍‌ଜିଟ୍ ପୋଲର ଆକଳନ, ଇଟାଲୀର ପ୍ରଧାନମନ୍ତ୍ରୀ ହେବେ ମେଲୋନୀ
  • ||
  • ରାଜ୍ୟରେ ଉପର ତଳ ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୬୪ କୋଭିଡ୍ ପଜିଟିଭ୍
  • ||
  • ସାଲେପୁର: ବିଳମ୍ୱିତ ରାତିରେ ମାତିଲେ ଲୁଟେରା, ମନ୍ଦିରରୁ ଲୁଟିନେଲେ ୩ କୋଟିର ଅଷ୍ଟଧାତୁ ମୂର୍ତ୍ତି
  • ||
  • ଯାଜପୁର: ଗଡିବ ମା’ ବିରଜାଙ୍କ ସିଂହଧ୍ଵଜ ରଥ, ୯ ଦିନ ଧରି ଭକ୍ତଙ୍କୁ ଦର୍ଶନ ଦେବେ ଦେବୀ
  • ||
  • ହିମାଚଳ ପ୍ରଦେଶର କୁଲୁରେ ମର୍ମନ୍ତୁଦ ଦୁର୍ଘଟଣା, ୭ ପର୍ଯ୍ୟଟକ ମୃତ
  • ||
  • ସୋମବାରଠୁ ନବରାତ୍ର ପୂଜା, ମାଆଙ୍କ ଷୋଡ଼ଶ ପୂଜାପାଠରେ କମ୍ପୁଛି ଶକ୍ତିପୀଠ
  • ||
  • ମୋହନା : ଘାଟିରେ ଓଲଟିଲା ଯାତ୍ରୀବାହୀ ବସ୍, ଅଳ୍ପକେ ବର୍ତ୍ତିଲେ ୨୪ଯାତ୍ରୀ
  • ||

ଓଡିଶା କ୍ଷୁଦ୍ରଶିଳ୍ପ ନିଗମ ପକ୍ଷରୁ ରାଜ୍ୟ ସରକାରଙ୍କୁ ୧,୪୦,୨୭,୧୦୩ ଟଙ୍କା ଲାଭାଂଶ ପ୍ରଦାନ

21/04/2022 at 11:01 PM

ଭୁବନେଶ୍ୱର, ୨୧/୦୪: ଓଡିଶା କ୍ଷୁଦ୍ରଶିଳ୍ପ ନିଗମ ପକ୍ଷରୁ ରାଜ୍ୟ ସରକାରଙ୍କୁ ୨୦୧୮-୧୯ ବର୍ଷ ପାଇଁ ୧,୪୦,୨୭,୧୦୩ ଟଙ୍କା ଲାଭାଂଶ ବାବଦରେ ରାଜ୍ୟ ସରକାରଙ୍କୁ ପ୍ରଦାନ କରାଯାଇଛି। ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ଉପସ୍ଥିତିରେ ଓଡିଶା କ୍ଷଦ୍ରଶିଳ୍ପ ନିଗମର ଅଧ୍ୟକ୍ଷ ଶ୍ରୀ ଚିନ୍ମୟ ସାହୁ ଏହି ପରିମାଣର ଚେକ୍ ମୁଖ୍ୟ ଶାସନ ସଚିବ ଶ୍ରୀ ସୁରେଶ ଚନ୍ଦ୍ର ମହାପାତ୍ରଙ୍କୁ ପ୍ରଦାନ କରିଥିଲେ।

୨୦୧୮-୧୯ ବର୍ଷରେ ଓଡିଶା କ୍ଷୁଦ୍ରଶିଳ୍ପ ନିଗମ ସମସ୍ତ କର ପ୍ରଦାନ କରିବା ପରେ ୪,୬୭,୪୬,୯୯୬ ଟଙ୍କା ଲାଭ କରିଥିଲା। ତେଣୁ ରାଜ୍ୟ ସରକାରଙ୍କୁ ନିଗମ ୩୦ ପ୍ରତିଶତ ଲାଭାଂଶ ବାବଦରେ ୧,୪୦,୨୭,୧୦୩ ଟଙ୍କା ପ୍ରଦାନ କରିଛି । ଭିଡିଓ କନଫରେନ୍ସ ଜରିଆରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ କ୍ଷୁଦ୍ର ଓ ମଧ୍ୟମ ଶିଳ୍ପ ବିଭାଗ ମନ୍ତ୍ରୀ ଶ୍ରୀ ଦିବ୍ୟ ଶଙ୍କର ମିଶ୍ର,  ଅଣୁ, ଖୁଦ୍ର ଓ ମଧ୍ୟମ ଶିଳ୍ପ ବିଭାଗର ପ୍ରମୁଖ ସଚବ ଶ୍ରୀମତୀ ରଞ୍ଜନା ଚୋପ୍ରା ପ୍ରମୁଖ ଲୋକ ସେବା ଭବନରେ ଉପସ୍ଥିତ ଥିଲେ। ମୁଖ୍ୟମନ୍ତ୍ରୀଙ୍କ ସଚିବ ୫ଟି ଶ୍ରୀ ଭିକେ ପଣ୍ଡିଆନ ମଧ୍ୟ ଉପସ୍ଥିତ ଥିଲେ।

   Related Posts