AKK 2023
MONGINIS 728X90
Hari omm 2
AKK2023
hari om films
WEB_F-8
MONGINIS 728X90
Showcase2022
HARI-OMM_728X90_B
WEB_F-9
hari om films
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଫୁଲବାଣୀ: ଗୋଛାପଡା ପୋଲିସକୁ ସଫଳତା, କ୍ୱିଣ୍ଟାଲରୁ ଅଧିକ ଗଂଜେଇ ଜବତ
  • ||
  • ଭୁବନେଶ୍ୱର: ରାଜଧାନୀରେ କଙ୍ଗାରୁକୋର୍ଟ, ଯୁବତୀଙ୍କୁ ଖୁଣ୍ଟରେ ବାନ୍ଧି ମାଡ଼
  • ||
  • ପ୍ରକାଶ ପାଇଲା ଜେଇଇ (ମେନ୍‌) ସେସନ-୧ ରେଜଲ୍ଟ, ଓ୍ୱେବସାଇଟ୍‌ରେ ଦେଖିପାରିବେ ଛାତ୍ରଛାତ୍ରୀ
  • ||
  • ଫେବୃୟାରୀରେ ଅଧିକ ରହିବ ତାପମାତ୍ରା, ଜଳବାୟୁ ଶୁଷ୍କ ଥିବାରୁ ଜଙ୍ଗଲରେ ଲାଗୁଛି ନିଆଁ
  • ||

ଆଜି ବସିବ ରାଜ୍ୟ କ୍ୟାବିନେଟ୍ ବୈଠକ ; ୬ଟି ପ୍ରସ୍ତାବକୁ ମିଳିପାରେ ଅନୁମୋଦନ

9/11/2018 at 10:24 AM

ଭୁବନେଶ୍ବର ୯|୧୧: ଆଜି ବସିବ ରାଜ୍ୟ କ୍ୟାବିନେଟ୍ ବୈଠକ । ଅପରାହ୍ନ ୫ଟା ୪୫ରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିବ ବୈଠକ। ଆସନ୍ତା ୧୬ରୁ ବିଧାନସଭାର ଶୀତକାଳୀନ ଅଧିବେଶନ ଆରମ୍ଭ ହେଉଥିବାରୁ ଏହି କ୍ୟାବିନେଟ୍ ବୈଠକ ଗୁରତ୍ବପୂର୍ଣ୍ଣ । ବୈଠକରେ ୬ଟି ପ୍ରସ୍ତାବକୁ ଅନୁମୋଦନ ମିଳିପାରେ ।  କ୍ୟାବିନେଟ୍ ଅନୁମୋଦନ ପାଇଁ କଳାହାଣ୍ଡି ମେଡିକାଲ କଲେଜ ନିର୍ମାଣ ସମେତ ପୂର୍ତ୍ତ ବିଭାଗର ୨ଟି ପ୍ରସ୍ତାବ, ଉଚ୍ଚଶିକ୍ଷା ବିଭାଗର ୨ଟି, ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ ଏବଂ କୃଷି ବିଭାଗର ଗୋଟିଏ ଲେଖାଁଏ ପ୍ରସ୍ତାବ ରହିଛି ।

   Related Posts