LIFESTYLE
suno sunao
Aao Nxt
LIFESTYLE_728X90
suno sunao
AAo728x90 (1)
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online, odisha news,khabar odisha,news in oriya

ଆଜି ବସିବ ରାଜ୍ୟ କ୍ୟାବିନେଟ୍ ବୈଠକ ; ୬ଟି ପ୍ରସ୍ତାବକୁ ମିଳିପାରେ ଅନୁମୋଦନ

9/11/2018 at 10:24 AM

ଭୁବନେଶ୍ବର ୯|୧୧: ଆଜି ବସିବ ରାଜ୍ୟ କ୍ୟାବିନେଟ୍ ବୈଠକ । ଅପରାହ୍ନ ୫ଟା ୪୫ରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିବ ବୈଠକ। ଆସନ୍ତା ୧୬ରୁ ବିଧାନସଭାର ଶୀତକାଳୀନ ଅଧିବେଶନ ଆରମ୍ଭ ହେଉଥିବାରୁ ଏହି କ୍ୟାବିନେଟ୍ ବୈଠକ ଗୁରତ୍ବପୂର୍ଣ୍ଣ । ବୈଠକରେ ୬ଟି ପ୍ରସ୍ତାବକୁ ଅନୁମୋଦନ ମିଳିପାରେ ।  କ୍ୟାବିନେଟ୍ ଅନୁମୋଦନ ପାଇଁ କଳାହାଣ୍ଡି ମେଡିକାଲ କଲେଜ ନିର୍ମାଣ ସମେତ ପୂର୍ତ୍ତ ବିଭାଗର ୨ଟି ପ୍ରସ୍ତାବ, ଉଚ୍ଚଶିକ୍ଷା ବିଭାଗର ୨ଟି, ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ ଏବଂ କୃଷି ବିଭାଗର ଗୋଟିଏ ଲେଖାଁଏ ପ୍ରସ୍ତାବ ରହିଛି ।

   Related Posts