Pakhala: ଗିନିଜ୍ ୱାର୍ଲ୍ଡ ରେକର୍ଡରେ ସ୍ଥାନ ପାଇଲା ଓଡ଼ିଶାର ପ୍ରିୟ ଖାଦ୍ୟ ‘ପଖାଳ’

ଏକାସାଙ୍ଗରେ ୧,୧୭୪ କିଲୋଗ୍ରାମ ଓଜନର ପଖାଳ ପ୍ରସ୍ତୁତ କରି ଏବଂ ଏକ ବିଶାଳ ପାତ୍ରରେ ପରିବେଷଣ କରି 'ବୃହତ୍ତମ ଫର୍ମେଣ୍ଟେଡ୍ ରାଇସ୍ (ପଖାଳ) ପରିବେଷଣ' ପାଇଁ ଗିନିଜ୍ ୱାର୍ଲ୍ଡ ରେକର୍ଡରେ ସ୍ଥାନ ପାଇଛି।
NEWS7
Pakhal Bhat