ଆଜି ପ୍ରକାଶ ପାଇବ ଓଜେଇଇ ରେଜଲ୍ଟ
19/06/2019 at 9:25 AM

ଭୁବନେଶ୍ବର ୧୯|୬: ଆଜି ପ୍ରକାଶ ପାଇବ ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା ବା ଓଜେଇଇ ରେଜଲ୍ଟ । ଦିନ ସାଢେ ୧୨ଟାରେ ସଚିବାଳୟରେ ପରୀକ୍ଷା ଫଳ ଘୋଷଣା ହେବ । ଉଭୟ ଅନଲାଇନ ଓ ଅଫ୍ ଲାଇନରେ ରେଜଲ୍ଟ ପ୍ରକାଶ ପାଇବ ।
ପିଜି କୋର୍ସ ପାଇଁ ୧୭ ହଜାର ୩୫୫ ଜଣ ଛାତ୍ରଛାତ୍ରୀ ଆବେଦନ କରିଥିଲେ। ଏମ ଫାର୍ମା , ଇଂଜିନିୟରିଂ ପାଇଁ ପ୍ରାୟ ୩୦,୦୦୦ ଛାତ୍ରଛାତ୍ରୀ ଏହି ପରୀକ୍ଷା ପାଇଁ ପଞ୍ଜିକରଣ କରିଥିଲେ। । ଅଫଲାଇନରେ ୨୫,୭୩୧ ଓ ଅନଲାଇନରେ ୧୩,୯୧୮ଜଣ ପରୀକ୍ଷା ଦେଇଥିଲେ ।
Related Posts
ବାଇକ ଉପରେ ଚଢ଼ିଗଲା ହାଇୱା, ଦୁଇ ଆରୋହୀ ମୃତ
28 September 2023
ବାଚସ୍ପତିଙ୍କ ପୋଡ଼ିୟମକୁ ଡାଲି ଫିଙ୍ଗିଲେ: ଦୁଇ ବିଜେପି ବିଧାୟକ ସସ୍ପେଣ୍ଡ
28 September 2023
୨ ବର୍ଷରେ ସାପ କାମୁଡ଼ାରେ ୧୩୩୬ ମୃତ, ବିଧାନସଭାରେ ଉତ୍ତର ରଖିଲେ ରାଜସ୍ବ ମନ୍ତ୍ରୀ
28 September 2023