ଆଜି ପ୍ରକାଶ ପାଇବ ଓଜେଇଇ ରେଜଲ୍ଟ

Published By : Prameya-News7 Bureau | June 19, 2019 IST

ଭୁବନେଶ୍ବର ୧୯|୬: ଆଜି ପ୍ରକାଶ ପାଇବ ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା ବା ଓଜେଇଇ ରେଜଲ୍ଟ । ଦିନ ସାଢେ ୧୨ଟାରେ ସଚିବାଳୟରେ ପରୀକ୍ଷା ଫଳ ଘୋଷଣା ହେବ । ଉଭୟ ଅନଲାଇନ ଓ ଅଫ୍ ଲାଇନରେ ରେଜଲ୍ଟ ପ୍ରକାଶ ପାଇବ ।

ପିଜି କୋର୍ସ ପାଇଁ ୧୭ ହଜାର ୩୫୫ ଜଣ ଛାତ୍ରଛାତ୍ରୀ ଆବେଦନ କରିଥିଲେ। ଏମ ଫାର୍ମା , ଇଂଜିନିୟରିଂ ପାଇଁ ପ୍ରାୟ ୩୦,୦୦୦ ଛାତ୍ରଛାତ୍ରୀ ଏହି ପରୀକ୍ଷା ପାଇଁ ପଞ୍ଜିକରଣ କରିଥିଲେ। । ଅଫଲାଇନରେ ୨୫,୭୩୧ ଓ ଅନଲାଇନରେ ୧୩,୯୧୮ଜଣ ପରୀକ୍ଷା ଦେଇଥିଲେ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Rath Yatra

Copyright © 2024 - Summa Real Media Private Limited. All Rights Reserved.