oroinfra
maganna
EVOS_WebBanner_728X90
oroinfra
ChampionMaganna_WebBanner_728X90
EVOS_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ମୋହନା: ଲଗାଣ ବର୍ଷାରେ ଭୁଶୁଡ଼ିଲା କାନ୍ଥ, ଅଳ୍ପକେ ବର୍ତ୍ତିଲେ ପରିବାରର ୪ ସଦସ୍ୟ
  • ||
  • କେନ୍ଦ୍ର ଉପରେ ବର୍ଷିଲେ ସତ୍ୟପାଲ ମଲିକ୍, କହିଲେ ମୁଁ ଏବେ ସ୍ୱାଧୀନ
  • ||
  • ରାଜ୍ୟରେ ଉପର ତଳ ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୬୩ କୋଭିଡ୍ ପଜିଟିଭ୍
  • ||
  • ମୁମ୍ୱାଇ: ଜଣାଶୁଣା ଅଭିନେତା ଅରୁଣ ବାଲୀଙ୍କ ନିଧନ, ୭୯ ବର୍ଷ ବୟସରେ ପରଲୋକ
  • ||
  • ରାଜ୍ୟର ବିଭିନ୍ନ ସ୍ଥାନରେ ତୁହାକୁ ତୁହା ବର୍ଷା, ଆସୁଛି ଘୁର୍ଣ୍ଣିବଳୟ
  • ||
  • ଭଦ୍ରକ: ଧାମନଗର ଉପନିର୍ବାଚନ ପାଇଁ ଶୁକ୍ରବାରଠୁ ନାମାଙ୍କନ ଦାଖଲ, ୧୫ରେ ଯାଞ୍ଚ
  • ||
  • ଚାନ୍ଦବାଲୀ: ପଦ୍ମାବତୀ ଟ୍ରଲରରେ ଅଗ୍ନିକାଣ୍ଡ ଘଟଣା, ୧୦ ଘଣ୍ଟା ପରେ ଉଦ୍ଧାର ହେଲେ ୧୦ ଧୀବର
  • ||

ପ୍ରକାଶ ପାଇଲା OJEE ରେଜଲ୍ଟ, ୪୭, ୭୨୯ ଜଣ ପରୀକ୍ଷାର୍ଥୀ କୃତକାର୍ଯ୍ୟ

27/07/2022 at 12:07 PM

ଭୁବନେଶ୍ୱର ୨୭/୦୭ : ପ୍ରକାଶ ପାଇଛି ଓଜେଇଇ ରେଜଲ୍ଟ । ରେଜଲ୍ଟ ପ୍ରକାଶ କଲେ ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ମନ୍ତ୍ରୀ ପ୍ରୀତିରଞ୍ଜନ ଘଡେଇ । ଚଳିତ ବର୍ଷ ୪୭, ୭୨୯ ଜଣ ପରୀକ୍ଷାର୍ଥୀ କୃତକାର୍ଯ୍ୟ ହୋଇଛନ୍ତି । www.ojee,nic.in ୱେବସାଇଟରେ ଉପଲବ୍ଧ ହେଉଛି ରେଜଲ୍ଟ । ଚଳିତ ମାସ ୪ ତାରିଖରୁ ୮ ତାରିଖ ପର୍ଯ୍ୟନ୍ତ ଅନୁଷ୍ଟିତ ହୋଇଥିଲା ପରୀକ୍ଷା ।

ରାଜ୍ୟର ୬୧ଟି କେନ୍ଦ୍ର ଓ ବାହାରେ କୋଲକାତା, ପାଟନା ଓ ରାଞ୍ଚିର ୪ଟି ସ୍ଥାନରେ ପରୀକ୍ଷା ଅନୁଷ୍ଠିତ ହୋଇଥିଲା । ତେବେ ଆଶ୍ଚର୍ଯ୍ୟର ବିଷୟ ପରୀକ୍ଷା ହେବାର ୧୯ ଦିନ ମଧ୍ୟରେ ରେଜଲ୍ଟ ପ୍ରକାଶ ପାଇଛି । ତେବେ ୩୨ ଜଣ ପରୀକ୍ଷାର୍ଥୀ କୌଣସି ରାଙ୍କ ପାଇନାହାନ୍ତି ।

ସିଭିଲ ଇଞ୍ଚିନିୟରିଂ ସଞ୍ଜୀବ ପ୍ରଧାନ ଟପ୍ପର ହୋଇଥିବାବେଲେ ମେଡିକାଲ ଇଞ୍ଚିନିୟରିଂରେ ରଞ୍ଜନ ଶୁଭଙ୍କର ମହାପାତ୍ର ଟପ୍ପର ହୋଇଛନ୍ତି । ସେହିଭଳି ଇଲେକ୍ଟ୍ରିକାଲ ଇଞ୍ଜିନିୟରିଂରେ ମିଥୁନ ଅଧିକାରୀ ଟପ୍ପର ହୋଇଥିବାବେଳେ MBAରେ ଶ୍ରଦ୍ଧାରବିନ୍ଦ ସାମନ୍ତରାୟ ଟପ୍ପର ହୋଇଛନ୍ତି । ସେପଟେ ଅଗଷ୍ଟ ୧୦ ରୁ ହେବ OJEE କାଉନସେଲିଂ ।

   Related Posts