ବୋରିଗି ଘାଟିରେ ଦୁର୍ଘଟଣା, ଭାରସାମ୍ୟ ହରାଇ ଓଲଟିଲା ଅଟୋ
5/12/2022 at 3:28 PM

ନାରାୟଣପାଟଣା ୦୫/୧୨: ନାରାୟଣପାଟଣା ବୋରିଗି ଘାଟିରେ ମର୍ମନ୍ତୁଦ ଦୁର୍ଘଟଣା । ଭାରସାମ୍ୟ ହରାଇ ଓଲଟିଲା ଅଟୋ । ଫଳରେ ଏଥିରେ ୧୪ରୁ ଅଧିକ ଆହତ ହୋଇଛନ୍ତି । ଆହତଙ୍କୁ ୧୦୮ ଆମ୍ବୁଲାନ୍ସ ଯୋଗେ ନାରାୟଣପାଟଣା ଗୋଷ୍ଠି ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଛି । ଅଟୋଟି କେଉଁ ପରିସ୍ଥିତିରେ ଓଲଟିଲା ତାର କାରଣ କଣ ଜଣାପଡିନି ।
Related Posts
ନବ ଦାସଙ୍କୁ କେମିତି ହତ୍ୟା କରିଥିଲା, ବନ୍ଧୁକ ଧରି ଡେମୋ ଦେଖାଇଲା ଗୋପାଳ
7 February 2023
ଧରାପଡିଲେ ୭ ଡକାୟତ, ଅନେକ ସ୍ଥାନରୁ ଲୁଟି ପୋଲିସ୍କୁ ଦେଉଥିଲେ ଚକ୍ମା
7 February 2023