AKK 2023
MONGINIS 728X90
Hari omm 2
AKK2023
hari om films
WEB_F-8
MONGINIS 728X90
Showcase2022
HARI-OMM_728X90_B
WEB_F-9
hari om films
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଫୁଲବାଣୀ: ଗୋଛାପଡା ପୋଲିସକୁ ସଫଳତା, କ୍ୱିଣ୍ଟାଲରୁ ଅଧିକ ଗଂଜେଇ ଜବତ
  • ||
  • ଭୁବନେଶ୍ୱର: ରାଜଧାନୀରେ କଙ୍ଗାରୁକୋର୍ଟ, ଯୁବତୀଙ୍କୁ ଖୁଣ୍ଟରେ ବାନ୍ଧି ମାଡ଼
  • ||
  • ପ୍ରକାଶ ପାଇଲା ଜେଇଇ (ମେନ୍‌) ସେସନ-୧ ରେଜଲ୍ଟ, ଓ୍ୱେବସାଇଟ୍‌ରେ ଦେଖିପାରିବେ ଛାତ୍ରଛାତ୍ରୀ
  • ||
  • ଫେବୃୟାରୀରେ ଅଧିକ ରହିବ ତାପମାତ୍ରା, ଜଳବାୟୁ ଶୁଷ୍କ ଥିବାରୁ ଜଙ୍ଗଲରେ ଲାଗୁଛି ନିଆଁ
  • ||

ବୋରିଗି ଘାଟିରେ ଦୁର୍ଘଟଣା, ଭାରସାମ୍ୟ ହରାଇ ଓଲଟିଲା ଅଟୋ

5/12/2022 at 3:28 PM

ନାରାୟଣପାଟଣା ୦୫/୧୨: ନାରାୟଣପାଟଣା ବୋରିଗି ଘାଟିରେ ମର୍ମନ୍ତୁଦ ଦୁର୍ଘଟଣା । ଭାରସାମ୍ୟ ହରାଇ ଓଲଟିଲା ଅଟୋ । ଫଳରେ ଏଥିରେ ୧୪ରୁ ଅଧିକ ଆହତ ହୋଇଛନ୍ତି । ଆହତଙ୍କୁ ୧୦୮ ଆମ୍ବୁଲାନ୍ସ ଯୋଗେ ନାରାୟଣପାଟଣା ଗୋଷ୍ଠି ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଛି । ଅଟୋଟି କେଉଁ ପରିସ୍ଥିତିରେ ଓଲଟିଲା ତାର କାରଣ କଣ ଜଣାପଡିନି ।

   Related Posts