suno sunao
suno sunao
suno sunao
suno sunao
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online, odisha news,khabar odisha,news in oriya

ପ୍ରମୁଖ ଖବର
  • ବାଙ୍କୀ : ପଶ୍ଚିମା ଝଡ ପ୍ରଭାବ : ଭୁଶୁଡ଼ିଲା ବାଙ୍କୀ ସ୍ଵୟଂ ଶାସିତ ମହାବିଦ୍ୟାଳୟର ନବନିର୍ମିତ ଦର୍ଶକ ଗ୍ୟାଲେରୀ
  • ||
  • ଭୁବନେଶ୍ବର : ମେଟ୍ରୋ ଟ୍ରେନ୍ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ, ପ୍ରଥମ ପର୍ଯ୍ୟାୟରେ ଏୟାରପୋର୍ଟରୁ ତ୍ରିଶୁଳିଆକୁ ଗଡିବ
  • ||
  • ଭୁବନେଶ୍ବର : ଉତ୍କଳ ଦିବସ ଅବସରରେ ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ ଓ ମୁଖ୍ୟମନ୍ତ୍ରୀ
  • ||
  • ପୁରୀ : ପୁରୀରେ ଦୁର୍ବୃତ୍ତଙ୍କ ଆତଙ୍କରାଜ : ବାଇକ୍‌ରେ ନିଆଁ ଲଗାଇଦେଲେ
  • ||
  • ବାଲିପାଟଣା : ‘ମୋ ପରିବାରର ମୋତେ ମାରିବାକୁ ଚେଷ୍ଟା କରୁଛନ୍ତି…’ ଏମିତି କିଛି ଭିଡିଓରେ କହି ଆତ୍ମହତ୍ୟା କଲେ ଯୁବକ !
  • ||
  • ୮୮ ତମ ପ୍ରତିଷ୍ଠା ଦିବସ ପାଳନ କରୁଛି ଓଡ଼ିଶା, ୧୯୩୬ରେ ଗଠନ ହୋଇଥିଲା ପ୍ରଥମ ଭାଷା ଭିତିକ ରାଜ୍ୟ
  • ||
  • ସୋର : ଦୁଇ ଦୁର୍ଘଟଣାରେ ୩ ଜଣ ଆହତ, ଉତ୍ତ୍ୟକ୍ତଲୋକଙ୍କ ରାସ୍ତାରୋକ
  • ||
  • କରଞ୍ଜିଆ : ଜଙ୍ଗଲରୁ ଗାଁକୁ ଚାଲିଆସିଥିଲା ହରିଣ, ଝୁଣି ମାରିଦେଲେ କୁକୁର ପଲ
  • ||
  • ବଲାଙ୍ଗୀର : ବଲାଙ୍ଗିର ଜାଲ୍ ସାର୍ଟିଫିକେଟ୍ ମାମଲାର ତଦନ୍ତ ଭାର ନେଲା କ୍ରାଇମବ୍ରାଞ୍ଚ, ଗଠନ ହେଲା ୨ଟି ଟିମ୍
  • ||
  • ପଶ୍ଚିମାଝଡର ପ୍ରଭାବ: ୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ, ଅସରାଏ ବର୍ଷାରେ ଭିଜିଲା ଟ୍ୱିନସିଟି
  • ||

ଭାରସାମ୍ୟ ହରାଇ ରାସ୍ତା କଡକୁ ଓଲଟିଲା ବସ୍, ଅଳ୍ପକେ ବର୍ତ୍ତିଲେ ୨୫ ଯାତ୍ରୀ

10/02/2023 at 3:28 PM

ବୌଦ୍ଧ ୧୦/୦୨: ବୌଦ୍ଧ ଚାରିଛକ ନିକଟସ୍ଥ ମାର୍ଡିଙ୍ଗ ଠାରେ ଦୁର୍ଘଟଣା । ଭାରସାମ୍ୟ ହରାଇ ରାସ୍ତା କଡକୁ ଓଲଟିଲା ବସ୍ । ଅଳ୍ପକେ ବର୍ତ୍ତିଯାଇଛନ୍ତି ୨୫ ଯାତ୍ରୀ । ବିବାହ ପାଇଁ କନ୍ୟା ନେଇ ଯାଉଥିବା ଯାତ୍ରୀବାହୀ ବସ୍ ଓଲଟିପଡିଥିଲା । ତେବେ ସୌଭାଗ୍ୟବଶତଃ କନ୍ୟା ସମେତ ଅଳ୍ପକେ ୨୫ ଜଣ ଯାତ୍ରୀ ବର୍ତ୍ତିଯାଇଛନ୍ତି । କବିସୂର୍ଯ୍ୟନଗରରୁ ରାଉରକେଲା ବିବାହ ପାଇଁ ଯାଉଥିବା ବେଳେ ଦୁର୍ଘଟଣା ଘଟିଥିଲା । ଘଟମା ପରେ ପୁରୁଣା କଟକ ପୋଲିସ୍ ର ତଦନ୍ତ ଆରମ୍ଭ କରିଛି ।

ସୂଚନାଥାଉକି, ବ୍ରହ୍ମପୁର କବିସୂର୍ଯ୍ୟନଗରରୁ ରାଉରକେଲାକୁ ବିବାହ ପାଇଁ ତୁଳାକନ୍ୟା ଧରି ଯାଉଥିବା ଏକ ଘରୋଇ ଯାତ୍ରୀବାହି ବସ ୫୭ନଂ ଜାତୀୟ ରାଜପଥ ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ଚାରିଛକ ନିକଟସ୍ଥ ମାର୍ଡିଙ୍ଗ ଠାରେ ଭାରସାମ୍ୟ ହରାଇ ରାସ୍ତା କଡ଼କୁ ଖସିପଡ଼ିଥିଲା । ଏହି ଦୁର୍ଘଟଣାରେ କାହାର କିଛି କ୍ଷତି ହୋଇନଥିବା ବେଳେ ତୁରନ୍ତ ସମସ୍ତ ଙ୍କୁ ବସ ଭିତରୁ ଉଦ୍ଧାର କରି ଅନ୍ୟ ଏକ ବସ ଯୋଗେ ରାଉରକେଲା ପଠାଯାଇଛି। ଦୁର୍ଘଟଣା ସ୍ଥଳରେ ପୁରୁଣା କଟକ ପୋଲିସ ପହଂଚି ଅଧିକ ତଦନ୍ତ ଜାରି ରଖିଛି।

   Related Posts