Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ୨୩ କିଲୋ ଗଞ୍ଜେଇ ସହିତ ବୋଲେରୋ ଜବତ; ୨ ଚୋରା ଚାଲାଣକାରୀ ଗିରଫ
  • ||
  • ଦେଶରେ କମିଲା କରୋନା ଗ୍ରାଫ୍, ୨୪ ଘଣ୍ଟାରେ ବାହାରିଲେ ୮୮୧୩ କରୋନା ପଜିଟିଭ୍
  • ||
  • ନିୟନ୍ତ୍ରଣ ହରାଇ ଘରେ ପଶିଗଲା ଟ୍ରକ୍ : ସ୍ୱାମୀ-ସ୍ତ୍ରୀଙ୍କ ସମେତ ୪ ମୃତ
  • ||
  • ଭାରତକୁ ବଡ ଝଟ୍‌କା ଦେଲା ଫିଫା : ଏଆଇଏଫଏଫକୁ କଲା ସସପେଣ୍ଡ୍, ମହିଳା ବିଶ୍ୱକପ ଆୟୋଜନ ଅଧିକାର ବି ଛଡାଇ ନେଲା
  • ||
  • ଭାରତ-ପାକିସ୍ତାନ ମ୍ୟାଚ୍ ପାଇଁ ଉତ୍ସାହିତ ପ୍ରଶଂସକ : ଟିକେଟ୍ ବୁକିଂ ବେଳେ କ୍ରାଶ୍ ହୋଇଗଲା ଓ୍ୱେବସାଇଟ୍
  • ||
  • ମଙ୍ଗଳବାର ବିହାର କ୍ୟାବିନେଟର ସଂପ୍ରସାରଣ, ଶପଥ ନେବେ ୩୧ ମନ୍ତ୍ରୀ
  • ||

କାନ୍ଥ ପଡି ବୃଦ୍ଧଙ୍କ ମୃତ୍ୟୁ, ୨ ଆହତ

29/07/2019 at 1:56 PM

ରାୟଗଡ଼ା ୨୯/୭: ରାୟଗଡ଼ାରେ କାନ୍ଥ ପଡ଼ି ବୃଦ୍ଧଙ୍କ ମୃତ୍ୟୁ ଘଟିଥିବାବେଳେ ୨ଜଣ ଆହତ ହୋଇଛନ୍ତି।ଏହି ଘଟଣାଟି ଘଟିଛି କାଶୀପୁର ବ୍ଲକ୍ ପଣସଗୁଡା ଗାଁରେ। ମୃତକ ହେଲେ ସମ୍ବାରୁ ମାଝି (୬୪ ବର୍ଷ)।

ଆହତଙ୍କୁ କାଶୀପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି। ବର୍ଷା ଯୋଗୁ ମାଟି କାନ୍ଥ ପଡିଯାଇଥିବା ସନ୍ଦେହ କରାଯାଉଛି।  

   Related Posts