ChampionMaganna_WebBanner_728X90
ChampionMaganna_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଚାନ୍ଦବାଲି: କଇଥଖୋଲା ବଜାରରେ ଭୟାବହ ଅଗ୍ନିକାଣ୍ଡ, ଜଳିଗଲା ୧୦ରୁ ଅଧିକ ଦୋକାନ
  • ||
  • ବ୍ରହ୍ମପୁରରେ ପୁଣି ରାଗିଂ ଅଭିଯୋଗ, ଘରୋଇ ସ୍କୁଲରେ ଜୁନିୟରଙ୍କୁ ପିଟିଲେ ସିନିୟର
  • ||
  • ଭୁବନେଶ୍ୱର: ଗୁମର ଖୋଲିଛି ଶ୍ରଦ୍ଧାଞ୍ଜଳୀ, ଇଡି ହାତରେ ଲାଗିଛି ବିସ୍ଫୋରକ ତଥ୍ୟ
  • ||
  • ଚାନ୍ଦବାଲି: କଇଥଖୋଲା ବଜାରରେ ଭୟାବହ ଅଗ୍ନିକାଣ୍ଡ, ଜଳିଗଲା ୧୦ରୁ ଅଧିକ ଦୋକାନ
  • ||

ଫୁଲ ତୋଳୁଥିବା ବେଳେ ବଜ୍ରାଘାତରେ ବୃଦ୍ଧ ମୃତ

6/06/2019 at 10:02 AM

ମାର୍ଶାଘାଇ ୬|୬: ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀର ତାଣ୍ଡବ ଦେଖିବାକୁ ମିଳିଛି । ବର୍ଷା ସହ ବଜ୍ରପାତରେ ବିଭିନ୍ନ ସ୍ଥାନରେ ଅଘଟଣ ଘଟିଛି । ବଜ୍ରାଘାତରେ କେନ୍ଦ୍ରାପଡା ଜିଲ୍ଲା ମାର୍ଶାଘାଇ ଥାନା ଗରଜଙ୍ଗା ଗାଁରେ ଜଣେ ବୃଦ୍ଧଙ୍କର ମୃତ୍ୟୁ ହୋଇଛି । ମୃତକ ହେଉଛନ୍ତି ଶରତ ଚନ୍ଦ୍ର ମହାନ୍ତି । ସେ ସକାଳେ ଫୁଲ ତୋଳୁଥିବା ବେଳେ ସେ ଏଭଳି ଅଘଟଣର ଶିକାର ହୋଇଛନ୍ତି ।

   Related Posts