oroinfra
maganna
anutap
FileReOpen
TASTEtheBEST
EVOS_WebBanner_728X90
oroinfra
ChampionMaganna_WebBanner_728X90
Anutap_WebBanner_728X90
FileReOpen_WebBanner_728X90
TASTEtheBEST_WebBanner_728X90
EVOS_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଉପର ତଳ ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୨୦୬ କୋଭିଡ୍ ପଜିଟିଭ୍
  • ||
  • ପିଏଫଆଇ ଉପରେ ଲାଗିଲା ୫ ବର୍ଷ ପାଇଁ ପ୍ରତିବନ୍ଧକ, ଆତଙ୍କବାଦୀ କାର୍ଯ୍ୟକଳାପ ନେଇ କାର୍ଯ୍ୟାନୁଷ୍ଠାନ
  • ||
  • ଯାଜପୁର: ମାଆ ବିରଜାଙ୍କ ପୀଠରେ ଚାଲିଛି ନବଦିନାତ୍ମକ ପୂଜା, ସନ୍ଧ୍ୟାରେ ରଥଟଣା
  • ||
  • ଜଗତସିଂହପୁର: ନବରାତ୍ରର ତୃତୀୟ ଦିନ, ମନ୍ତ୍ରଧ୍ୱନୀ ଓ ଚଣ୍ଡୀପାଠରେ କମ୍ପୁଛି ଝଙ୍କଡ଼ ପୀଠ
  • ||
  • କଟକ : କଟକ ସହରରେ ପଶିଲେ ୩ ହାତୀ, ଆକ୍ରମଣରେ ୨ ମୃତ
  • ||

ବାଇକ୍ ଉପରେ ଚଢିଗଲା ଟ୍ରକ୍, ଘଟଣାସ୍ଥଳରେ ବୃଦ୍ଧ ମୃତ

3/07/2020 at 2:20 PM

ବାଲିଗୁଡା ୩।୭: କନ୍ଧମାଳ ଜିଲ୍ଲା ତୁମୁଡିବନ୍ଧ ଥାନା ଅନ୍ତର୍ଗତ ଝରିଘାଟିରେ ଅଭାବନୀୟ ଘଟଣା ଘଟିଛି । ବାଇକ୍ ଉପରେ ମାଡିଗଲା ଟ୍ରକ୍ । ଫଳରେ ଘଟଣାସ୍ଥଳରେ ଜଣେ ବୃଦ୍ଧଙ୍କର ମୃତ୍ୟୁ ହୋଇଛି । ମୃତକ ହେଲେ କୋଟଗଡ କୁମ୍ଭାର ସାହିର ତୁଳସୀ ରଣା ।

କୋଟଗଡରୁ ବାଇକ୍ ଯୋଗେ ତୁମୁଡିବନ୍ଧ ଅଭିମୁଖେ ଯାଉଥିବା ବେଳେ ଟ୍ରକଟି ଭାରସାମ୍ୟ ହରାଇ ବାଇକ୍ ଉପରେ ମାଡିଯାଇ ଥିଲା । ଘଟଣାସ୍ଥଳରେ ତୁମୁଡିବନ୍ଧ ଥାନା ପୋଲିସ ପହଞ୍ଚି  ଶବକୁ ବ୍ୟବଚ୍ଛେଦ କରି ତଦନ୍ତ ଜାରି ରଖିଛି ।

   Related Posts