oroinfra
maganna
anutap
FileReOpen
TASTEtheBEST
EVOS_WebBanner_728X90
oroinfra
ChampionMaganna_WebBanner_728X90
Anutap_WebBanner_728X90
FileReOpen_WebBanner_728X90
TASTEtheBEST_WebBanner_728X90
EVOS_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଉପର ତଳ ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୬୭ କୋଭିଡ୍ ପଜିଟିଭ୍
  • ||
  • ନବରାତ୍ରର ଦ୍ନିତୀୟ ଦିନ, ବ୍ରହ୍ମଚାରିଣୀ ରୂପେ ଦର୍ଶନ ଦେଉଛନ୍ତି ମାଆ ଜଗଦମ୍ୱା
  • ||
  • ରାଉରକେଲା : ବରିଷ୍ଠ ଆଇନଜୀବୀ ରମେଶ ବଳଙ୍କ ଆତ୍ମହତ୍ୟା, ଶ୍ୱଶୁର ଘରୁ ମିଳିଲା ଝୁଲନ୍ତା ମୃତଦେହ
  • ||
  • ଭୁବନେଶ୍ୱର : ଆସୁଛି ଆଉ ଏକ ଲଘୁଚାପ, ବର୍ଷାରେ ଭିଜିବ ଦଶହରା
  • ||

ଗାଧୋଇବାକୁ ଯିବା ବେଳେ ଆକ୍ରମଣ କଲା ମହୁମାଛି , ଚାଲିଗଲା ବୃଦ୍ଧାଙ୍କ ଜୀବନ

2/01/2022 at 11:06 PM

ମୁନିଗୁଡ଼ା, ୦୨।୦୧: ରାୟଗଡା ଜିଲ୍ଲା ମୁନିଗୁଡା ଥାନା ଅନ୍ତର୍ଗତ କନ୍ତରାବାଲି ଗାଁରେ ମହୁମାଛି ଆକ୍ରମଣରେ ଜଣେ ବୃଦ୍ଧାଙ୍କ ମୃତ୍ୟୁ ହୋଇଛି  । ମୃତକ ଜଣକ କନ୍ତରାବାଲି ଗ୍ରାମର ଚିନାମାଇ ମାଣ୍ଡିକା । ଆଜି ବୃଦ୍ଧା ଜଣକ ଗାଁ ନିକଟ ଏକ ଚୁଆକୁ ଗାଧୋଇବାକୁ ଯିବା ସମୟରେ ମହୁମାଛି ଆକ୍ରମଣର ଶିକାର ହୋଇଥିଲେ । ଗୁରୁତର ଆହତ ହେବାପରେ ଚିକିତ୍ସା ପାଇଁ ପରିବାର ଲୋକେ ମୁନିଗୁଡା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରିଥିଲେ ମଧ୍ୟ ଚିକିତ୍ସା ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି ।

   Related Posts