ChampionMaganna_WebBanner_728X90
ChampionMaganna_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ORHDC ଦୁର୍ନୀତି ମାମଲା, IAS ବିନୋଦ କୁମାରଙ୍କ ସହ ୬ ଜଣଙ୍କୁ ଜେଲ୍‌ଦଣ୍ଡ ଶୁଣାଇଲେ ସ୍ପେଶାଲ୍‌ ଜଜ୍‌
  • ||
  • ଫିରୋଜାବାଦରେ ଛାତିଥରା ଅଗ୍ନିକାଣ୍ଡ, ଜିଅନ୍ତା ଜଳିଗଲେ ପରିବାରର ୬ଜଣ
  • ||
  • କୁହୁଡ଼ି ନେଲା ଜୀବନ; ରାସ୍ତା ଦେଖାନଯିବାରୁ ବସ୍‌କୁ ପିଟିଲା ଟ୍ରକ୍, ଦୁର୍ଘଟଣାରେ ଚାଲିଗଲା ୬ ଜୀବନ
  • ||
  • ଇଡିରେ ହାଜର ହେଲେ ଅବିନାଶ ପ୍ରିୟଦର୍ଶୀ, ସୁପ୍ରିମ ଅଟୋ ମୋବାଇଲ ମୁଖ୍ୟ ପରିଚାଳକ ହେଲେ ଅବିନାଶ
  • ||

ଭାଲୁ ଆକ୍ରମଣରେ ବୃଦ୍ଧ ଗୁରୁତର, ଶୌଚ ହେବାକୁ ଯାଇଥିବା ବେଳେ ଆକ୍ରମଣର ଶିକାର

15/06/2022 at 1:13 PM

ପାଟଣା ୧୫।୬: କେନ୍ଦୁଝର ଜିଲ୍ଲା ପାଟଣା ରେଞ୍ଜ ଗୋଧିରାମପଡା ଗ୍ରାମରେ ଭାଲୁ ଆତଙ୍କ । ଭାଲୁ ଆକ୍ରମଣରେ ଜଣେ ବୃଦ୍ଧ ଗୁରୁତର ହୋଇଛନ୍ତି । ବୃଦ୍ଧଙ୍କୁ ପ୍ରଥମେ ପାଟଣା ଓ ପରେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି । ଗୁରୁତର ବୃଦ୍ଧ ହେଲେ ଘନଶ୍ୟାମ ମୁଣ୍ଡା । ତାଙ୍କ ବୟସ ୬୨ ବର୍ଷ ବୋଲି ଜଣାପଡିଛି ।

ସୂଚନାଯୋଗ୍ୟ ଯେ, ବୃଦ୍ଧ ଜଣଙ୍କ ଶୌଚ ହେବାକୁ ଯାଇଥିବା ବେଳେ ଦୁଇଟି ଭାଲୁ ତାଙ୍କୁ ପଛ ପଟୁ ଆକ୍ରମଣ କରିଥିଲେ । ସ୍ଥାନୀୟ ଲୋକେ ଗୁରୁତର ଅବସ୍ଥାରେ ତାଙ୍କୁ ଘଟଣାସ୍ଥଳରୁ ଉଦ୍ଧାର କରି ମେଡିକାଲକୁ ପଠାଇଥିଲେ । ଆକ୍ରମଣରେ ତାଙ୍କ ଡାହାଣ କାନ୍ଧରେ ଗଭୀର ଆଘାତ ଲାଗିଛି ।

   Related Posts