Showcase2022
Showcase2022
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଆଠଗଡ: ହଟିଲା କଟକଣା, ନୂଆ ବର୍ଷରୁ ବାବା ଧବଳେଶ୍ୱରଙ୍କୁ ଦର୍ଶନ କରିବେ ଭକ୍ତ
  • ||
  • ଭୁବନେଶ୍ୱର: ସନ୍ଧ୍ୟା ସୁଦ୍ଧା ବାତ୍ୟାର ରୂପନେବ ଗଭୀର ଅବପାତ, ବର୍ଷାରେ ଭିଜିବ ଦକ୍ଷିଣ ଓଡିଶା
  • ||
  • ୧୭ ଜଣିଆ ରଣଜୀ ଟିମ୍ ଘୋଷଣା : ଶୁଭ୍ରାଂଶୁ ସେନାପତି ଅଧିନାୟକ, ୪ ନୂଆ ମୁହଁ
  • ||
  • ପୋଲିସକୁ ସଫଳତା, ନକଲି ସୁନା ଦେଇ ଋଣ କରି ୫୨ ଲକ୍ଷ ଟଙ୍କା ଠକେଇ ଘଟଣାର ପର୍ଦାଫାସ
  • ||
  • ଖଲ୍ଲିକୋଟ ଉଚ୍ଚ ବିଦ୍ୟାଳୟରେ ରାଗିଂ ଘଟଣା, ୭ ଛାତ୍ରଙ୍କୁ ବହିଷ୍କାର କଲେ ଅଧ୍ୟକ୍ଷ
  • ||

ବହୁ ଚର୍ଚ୍ଚିତ ଓମ୍-ଦୀପୁ ଅପହରଣ ଓ ହତ୍ୟା ଘଟଣା : ଫେରାର ଅଭିଯୁକ୍ତ ଗିରଫ

23/08/2021 at 12:16 PM

କଟକ ୨୩।୮: ବହୁ ଚର୍ଚ୍ଚିତ ଓମ୍ ଓ ଦୀପୁ ଅପହରଣ ଓ ହତ୍ୟା ଘଟଣାରେ ଫେରାର ଥିବା ଅନ୍ୟ ଜଣେ ଅଭିଯୁକ୍ତ ଗିରଫ ହୋଇଛି । ଗିରଫ ଅଭିଯୁକ୍ତ ଧଳବ୍ରଦର୍ସଙ୍କ ସହଯୋଗୀ ବୋଲି ଜଣାପଡିଛି । ହତ୍ୟାକାଣ୍ଡ ପରଠୁ ଫେରାର ଥିଲା ଅଭିଯୁକ୍ତ । ଏନେଇ ପୋଲିସ କମିଶନର ସୌମେନ୍ଦ୍ର ପ୍ରିୟଦର୍ଶୀ ପ୍ରେସମିଟରେ ଅଧିକ ସୂଚନା ଦେବେ ।

ଉଲ୍ଲେଖଯୋଗ୍ୟ ଯେ, ୨୦୧୩ ମସିହା ନଭେମ୍ବର ୧୨ ତାରିଖରେ ଓମ୍ ଓ ଦୀପୁଙ୍କୁ ଅପହରଣ କରାଯାଇଥିଲା । ପରେ ଉଭୟଙ୍କୁ ହତ୍ୟା କରି ବାହାର ରାଜ୍ୟରେ ନେଇ ଫୋପାଡି ଦେଇଥିଲେ । ଝାଡଖଣ୍ଡର ଏକ ପୋଲ ନିକଟରୁ ଉଭୟଙ୍କ ଅର୍ଦ୍ଧଦଗ୍ଧ ମୃତଦେହ ଜବତ କରିଥିଲା ପୋଲିସ ।

   Related Posts