oroinfra
maganna
anutap
FileReOpen
TASTEtheBEST
EVOS_WebBanner_728X90
oroinfra
ChampionMaganna_WebBanner_728X90
Anutap_WebBanner_728X90
FileReOpen_WebBanner_728X90
TASTEtheBEST_WebBanner_728X90
EVOS_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଫାଷ୍ଟଫୁଡ୍ ଦୋକାନରୁ ମାଲିକଙ୍କ ମୃତଦେହ ଉଦ୍ଧାର, ତଦନ୍ତ ଆରମ୍ଭ କଲା ପୋଲିସ୍‌
  • ||
  • ରାୟଗଡ଼ା : ଗୁମ୍ମା ଘାଟିରେ ଦୁର୍ଘଟଣା : ସ୍ୱାମୀ ମୃତ, ସ୍ତ୍ରୀ ଏବଂ ପୁଅ ଗୁରୁତର
  • ||
  • ରାଜ୍ୟରେ ଉପର ତଳ ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୪୯ କୋଭିଡ୍ ପଜିଟିଭ୍
  • ||
  • ମେକ୍ସିକୋ ଧୁଆଁଧାର ଫାୟାରିଂ: ୭ ପୋଲିସ କର୍ମଚାରୀ, ମେୟରଙ୍କ ସମେତ ୧୮ ଜଣଙ୍କ ମୃତ୍ୟୁ
  • ||
  • ଜଲପାଇଗୁଡ଼ିରେ ଦୁର୍ଗା ଭସାଣି ବେଳେ ଫ୍ଲାସ ଫ୍ଲଡ୍, ବନ୍ୟାରେ ଭାସି ୭ ମୃତ
  • ||

ବିବାହିତା ମହିଳାଙ୍କୁ ଗାଧୁଆ ଘରକୁ ଉଠାଇନେଇ ଦୁଷ୍କର୍ମ ଅଭିଯୋଗ, ଜଣେ ଗିରଫ

7/08/2021 at 6:06 PM

ପାଟଣା ୭।୮: କେନ୍ଦୁଝର ଜିଲ୍ଲା ପାଟଣା ଥାନା ଝାଟିପଡା ଗ୍ରାମରେ ଜଣେ ବିବାହିତା ମହିଳାଙ୍କୁ ଘରେ କେହି ନଥିବା ବେଳେ ଜୋର ଜବରଦସ୍ତ ଭାବରେ ଗାଧୁଆ ଘରକୁ ନେଇ ଦୁଷ୍କର୍ମ କରିଥିବା ଅଭିଯୋଗ । ଉକ୍ତ ଗ୍ରାମର ମଦନ ଗୋପାଳ ବାରିକକୁ ପାଟଣା ପୋଲିସ ଶନିବାର ଗିରଫ କରି କୋର୍ଟ ଚାଲାଣ କରିଛି ।

ସୂଚନା ଅନୁସାରେ ଅଭିଯୁକ୍ତ ମଦନ ଗୋପାଳ ବାରିକ ଗତ ଗୁରୁବାର ରାତିରେ ମହିଳାଙ୍କ ଘରେ ପଶି ମହିଳାଙ୍କୁ ଦୁଷ୍କର୍ମ କରିଥିଲା । ଏନେଇ ମହିଳା ଜଣଙ୍କ ଥାନାରେ ଅଭିଯୋଗ କରିବା ପରେ ପାଟଣା ପୋଲିସ ଘଟଣାର ତଦନ୍ତ କରି ଉଭୟଙ୍କ ଡାକ୍ତରୀ ମାଇନା ପରେ ଅଭିଯୁକ୍ତ ମଦନ ଗୋପାଳକୁ ଗିରଫ କରି କୋର୍ଟ ଚାଲାଣ କରିଛି। ଏନେଇ ପାଟଣା ଥାନା ରେ ୧୧୭/୨୧ ରେ ମାମଲା ରୁଜୁ ହୋଇଛି।

   Related Posts