Showcase2022
Showcase2022
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ରାଜ୍ୟରେ ଆଉ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୪୬କୁ ବୃଦ୍ଧି

21/12/2021 at 9:44 AM

ଭୁବନେଶ୍ୱର ୨୧।୧୨: ରାଜ୍ୟରେ ଗତ ୨୪ ଘଣ୍ଟାରେ ୧୪୬ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ଆଉ ଜଣେ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୪୪୬ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

ମୃତକ ଖୋର୍ଦ୍ଧା ଜିଲ୍ଲାରୁ ବୋଲି ଜଣାପଡିଛି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୫୩୧୬୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୭୯୨ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୦୪୨୮୭୫ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୪୯୩୬୨୯୪ସାମ୍ପୁଲ ଟେଷ୍ଟ୍ ହୋଇଛି ।

   Related Posts