ରାଜ୍ୟରେ ଆଉ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୪୬କୁ ବୃଦ୍ଧି

Published By : Prameya-News7 Bureau | December 21, 2021 IST

ଭୁବନେଶ୍ୱର ୨୧।୧୨: ରାଜ୍ୟରେ ଗତ ୨୪ ଘଣ୍ଟାରେ ୧୪୬ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ଆଉ ଜଣେ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୪୪୬ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

wp:html /wp:html

ମୃତକ ଖୋର୍ଦ୍ଧା ଜିଲ୍ଲାରୁ ବୋଲି ଜଣାପଡିଛି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୫୩୧୬୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୭୯୨ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୦୪୨୮୭୫ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୪୯୩୬୨୯୪ସାମ୍ପୁଲ ଟେଷ୍ଟ୍ ହୋଇଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.