ChampionMaganna_WebBanner_728X90
ChampionMaganna_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଶ୍ରୀମନ୍ଦିର ଉପରେ ଡ୍ରୋନ୍‌ ଉଡାଇବା ଘଟଣା : ଅପଲୋଡ ଭିଡିଓ ଡିଲିଟ୍‌ କଲେ ୟୁଟ୍ୟୁବର, ଆଉ ହାତଯୋଡି କ୍ଷମା ବି ମାଗିଲେ…
  • ||
  • ଅର୍ଚ୍ଚନା ନାଗ ଗିରଫ ମାମଲା, ଇଡିକୁ ସବୁ ତଥ୍ୟ ଦେଲା କମିଶନରେଟ୍‌ ପୋଲିସ
  • ||
  • ଧର୍ମଗଡ଼ : ଦୁର୍ଘଟଣାଗ୍ରସ୍ତ ଟ୍ୟାଙ୍କରରୁ ଗ୍ୟାସ୍‌ ଲିକ୍‌, ଯାତାୟତ ବାଧାପ୍ରାପ୍ତ
  • ||

ରାଜ୍ୟରେ ଆଉ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୪୭କୁ ବୃଦ୍ଧି

22/12/2021 at 9:43 AM

ଭୁବନେଶ୍ୱର ୨୨।୧୨: ରାଜ୍ୟରେ ଗତ ୨୪ ଘଣ୍ଟାରେ ୧୮୩ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ଆଉ ଜଣେ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୪୪୭ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

ମୃତକ କେନ୍ଦ୍ରାପଡ଼ା ଜିଲ୍ଲାରୁ ବୋଲି ଜଣାପଡିଛି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୫୩୩୪୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୮୦୪ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୦୪୩୦୪୫ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୪୯୯୨୦୮୮ସାମ୍ପୁଲ ଟେଷ୍ଟ୍ ହୋଇଛି ।

   Related Posts