AKK 2023
Hari omm 2
AKK2023
hari om films
WEB_F-8
HARI-OMM_728X90_B
WEB_F-9
Showcase2022
hari om films
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଝାରସୁଗୁଡା:୮ ଦିନ ପରେ ବି ନବ ଦାସଙ୍କ ହତ୍ୟା ଘଟଣାରେ ପୋଲିସର ହାତ ଖାଲି
  • ||
  • ଭୂକମ୍ପରେ ଥରିଲା ତୁର୍କୀ, ରିକ୍ଟର ସ୍କେଲରେ ୭.୮ର ତ୍ରୀବତା ରେକର୍ଡ
  • ||

ଆନନ୍ଦପୁରରେ ବୋଲେରୋ ଦୁର୍ଘଟଣାଗ୍ରସ୍ତ ; ଜଣେ ମୃତ, ଜଣେ ଗୁରୁତର

24/09/2018 at 10:37 AM

କେନ୍ଦୁଝର ୨୪|୯: ଟାୟାର ଫାଟି ଯିବାରୁ ବୋଲେରେ ଗାଡି ଦୁର୍ଘଟଣାଗ୍ରସ୍ତ ହୋଇଛି । ଆନନ୍ଦପୁର ୨୦ ନମ୍ବର ଜାତୀୟ ରାଜପଥର ରାମଚନ୍ଦ୍ରପୁର ଥାନା ନିକଟରେ ଘଟିଛି ଦୁର୍ଘଟଣା । ଘଟଣାରେ ଡ୍ରାଇଭର ମୃତ ହୋଇଥିବା ବେଳେ ଅନ୍ୟ ଜଣେ ଗୁରୁତର ହୋଇଛନ୍ତି । ଗୁରୁତରଙ୍କୁ ସ୍ଥାନୀୟ ମେଡିକାଲରେ ଭର୍ତ୍ତି କରାଯାଇଛି । ବୋଲେରୋ ଗାଡିରେ ଚୋରା କାଠ ଯାଉଥିବା ଜଣାପଡିଛି ।

   Related Posts